Latest Odisha News

BREAKING NEWS

Browsing Tag

Anubhav-Varsha Marital Discord

କଟକ ଏସଡିଜେଏମ କୋର୍ଟରେ ମାମଲା ରୁଜୁ କଲେ ବର୍ଷା : ସମ୍ମାନହାନୀ କରୁଛି ସୋସିଆଲ ମିଡିଆରେ ଅନୁଭବଙ୍କ ପୋଷ୍ଟ

କଟକ: ଅନୁଭବ ମହାନ୍ତିଙ୍କ ବିରୋଧରେ କଂପ୍ଲେନ୍ କେସ୍ ରୁଜୁ କଲେ ବର୍ଷା ପ୍ରିୟଦର୍ଶିନୀ । କଟକ ସଦର ଏଡିଜେଏମ୍ କୋର୍ଟରେ କଂପ୍ଲେନ୍ କେସ୍ ରୁଜୁ କରିଛନ୍ତି ବର୍ଷା । ଅନୁଭବଙ୍କ ବିରୋଧରେ ଆଇପିସିର ଦଫା ୫୦୬, ୫୦୯, ୫୦୧ ଓ ଆଇଟି ଆକ୍ଟର ଧାରା ୬୭ରେ ଅଭିଯୋଗ ନେଇ କଂପ୍ଲେନ୍ କେସ୍ ରୁଜୁ କରିଛନ୍ତି…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ: ସେଲିବ୍ରିଟି କପଲ ବର୍ଷା-ଅନୁଭବ ଦାମ୍ପତ୍ୟ ଓ ପାରିବାରିକ ବିବାଦ ମାମଲା ଦିନକୁ ଦିନ ଜଟିଳ ହେବାରେ ଲାଗିଛି । ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ୍ ମିଡିଆରେ ଅପମାନଜନକ ପୋଷ୍ଟ ଉପରେ ଅଙ୍କୁଶ ଲଗାଇବା ପାଇଁ ସେ ଆବେଦନ କରିଛନ୍ତି ।…

ବର୍ଷାଙ୍କ FIR ପରେ ପୁଣି ଭିଡିଓ ଛାଡ଼ିଲେ ଅନୁଭବ, କଣ କହିଲେ ଜାଣନ୍ତୁ

କଟକ: ସେଲିବ୍ରିଟ୍ କପୁଲ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାଦ ତେଜିବାରେ ଲାଗିଛି । ସୋସିଆଲ୍ ମିଡିଆରେ ଅନୁଭବ ଦାମ୍ପତ୍ୟ ଜୀବନ କଳହକୁ ନେଇ ଗୋଟିଏ ପରେ ଗୋଟିଏ ଚାପ୍ଟର ଖୋଲୁଛନ୍ତି । ସେପଟେ ସୋସିଆଲ୍ ମିଡିଆରେ ସ୍ୱାମୀ ଅନୁଭବ ମହାନ୍ତି ଚରିତ୍ର ସଂହାର କରୁଥିବା ବର୍ଷା କଟକ…

ଅନୁଭବଙ୍କ ନାଁରେ ପୁଣି ଏତଲା ଦେଲେ ବର୍ଷା ପ୍ରିୟଦର୍ଶିନୀ

କଟକ: ସୋସିଆଲ୍ ମିଡିଆରେ ଭିଡିଓ ପୋଷ୍ଟ ପରେ ପୁଣି ତେଜିଛି ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା । ସ୍ୱାମୀ ଅନୁଭବ ମହାନ୍ତିଙ୍କ ବିରୋଧରେ କଟକ ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ଉପରେ ସେ ଆପତ୍ତି ଉଠାଇଛନ୍ତି । ଏତଲାରେ…

କଟକ ଫ୍ୟାମିଲି କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେଲେ ବର୍ଷା-ଅନୁଭବ

କଟକ: ଘରୋଇ ହିଂସା ଓ ବିବାହ ବିଚ୍ଛେଦ ମାମଲାରେ ପୁଣି କଟକ ଫ୍ୟାମିଲି କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଉଭୟଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ଉଦ୍ୟମ ଜାରି ରହିଛି । ଗତ ୯ ତାରିଖରେ ବି…