Latest Odisha News

BREAKING NEWS

Browsing Tag

Anugul

ତାଳଚେର; ରୋଗୀର ମୃତ୍ୟୁ ପରେ ସରକାରୀ ଡାକ୍ତରଙ୍କୁ ନିସ୍ତୁକ ମାଡ !

ଅନୁଗୋଳ: ରୋଗୀର ମୃତ୍ୟୁ ପରେ ଉତକ୍ଷୀପ୍ତ ହୋଇ ବରିଷ୍ଠ ଡାକ୍ତରଙ୍କୁ ହସ୍ପିଟାଲ ପରିସରରେ ନିସ୍ତୁକ ମାଡ ମାରିଲେ ସଂପର୍କୀୟ । ତାଳଚେର ମଣ୍ଡାପାଳ ସରକାରୀ ହସ୍ପିଟାଲରେ ଡାକ୍ତର ଏଲ.ଏନ୍ ପ୍ରସାଦଙ୍କୁୁ ମାଡ ହୋଇଥିବା ଅଭିଯୋଗ ହୋଇଛି । ଡାକ୍ତର ପ୍ରସାଦଙ୍କ ଅଭିଯୋଗ ଅନୁଯାୟୀ ଆଜି ଦିନ ପ୍ରାୟ…

ମହଙ୍ଗା ପଡ଼ିଲା ଢାଳ ଚିକିତ୍ସା; ପେଟରେ ନିଆଁ ଲାଗିଯିବାରୁ ଗୁରୁତର ହେଲେ ମହିଳା

ଅନୁଗୁଳ: ଗାଁ ବଇଦଙ୍କ ଗରମ ତେଲ ଢାଳ ଚିକିତ୍ସା ମହଙ୍ଗା ପଡ଼ିଲା । ବଇଦ ଜଣକ ଜଣେ ମହିଳା ରୋଗୀଙ୍କୁ ଏହି ଢାଳ ଚିକିତ୍ସାରେ ଚିକିତ୍ସିିତ କରୁଥିବା ବେଳେ ରୋଗୀଙ୍କ ପେଟରେ ନିଆଁ ଲାଗି ଯାଇଥିଲା । ସୌଭାଗ୍ୟବଶତଃ ଡାକ୍ତରଖାନାରେ ତୁରନ୍ତ ତାଙ୍କର ଚିକିତ୍ସା ହେବା ଯୋଗୁଁ ସେ ଏବେ ସୁସ୍ଥ ଅଛନ୍ତି ।…

ନାଲକୋ ସିପିପିରେ ଭୟାବହ ଅଗ୍ନିକାଣ୍ଡ

ଅନୁଗୁଳ: ଅନୁଗୁଳ ଜିଲ୍ଲା ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ (ନାଲକୋ)ର କ୍ୟାପଟିଭ୍ ପାୱାର୍ ପ୍ଲାଣ୍ଟ୍ (ସିପିପି)ରେ ଶୁକ୍ରବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ପ୍ରାପ୍ତ ସୂଚନାନୁଯାୟୀ ୟୁନିଟ୍ ୮ ସ୍ଥିତ ଜେନେରେଟର ଟ୍ରାନ୍ସଫର୍ମରରେ କୌଣସି କାରଣବଶତଃ ସଟସର୍କିଟ୍ ହେବାରୁ ଅଗ୍ନିକାଣ୍ଡ…

ଅନୁଗୁଳରେ ବଜ୍ରପାତ ଯୋଗୁଁ ୨ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଅନ୍ତର୍ଗତ ବେଣ୍ଟପୁର ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ୨ ଜଣ ବ୍ୟକ୍ତିଙ୍କ ପ୍ରାଣହାନୀ ଘଟିଛି । ଚାଷଜମିରେ କାର୍ଯ୍ୟ କରୁଥିବା ସମୟରେ ବଜ୍ରପାତ ଘଟିଥିବାର ସୂଚନା ମିଳିଛି ।

ଅନୁଗୁଳରେ କଲରାପତିଆ ବାଘର ମୃତଦେହ ଉଦ୍ଧାର

ଅନୁଗୁଳ : ଅନୁଗୁଳ ଜିଲ୍ଲାରେ ଥିବା ଆଠମଲ୍ଲିକ୍ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ହାତୀଧାରା ଜଙ୍ଗଲରୁ ଶୁକ୍ରବାର ଦିନ ଉଦ୍ଧାର ହୋଇଥିବା କଲରାପତିଆ ବାଘର ମୃତଦେହକୁ ଶନିବାର ଦିନ ବ୍ୟବଚ୍ଛେଦ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଆଠମଲ୍ଲିକ ଡିଏଫଓ କହିଛନ୍ତି, ବନ କର୍ମଚାରୀମାନେ ଶୁକ୍ରବାର ଦିନ…

ଅନୁଗୁଳରେ ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା ହାତୀ

ଅନୁଗୁଳ : ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଫରେଷ୍ଟ ରେଞ୍ଜରେ ମଙ୍ଗଳବାର ସକାଳୁ ଏକ ଦନ୍ତାହାତୀ ଜଣେ ବୃଦ୍ଧାଙ୍କୁ ଆକ୍ରମଣ କରିବା ଫଳରେ ତାଙ୍କର ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ଉକ୍ତ ମହିଳା ଜଣକ ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଦନ୍ତା ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ ।…