Latest Odisha News
Browsing Tag

Anup Sai

ଡବଲ ମର୍ଡର କେସ୍ : ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି

ରାୟପୁର : ଡବଲ ମର୍ଡର ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବଡ଼ ଆଶ୍ୱସ୍ତି । ତଳକୋର୍ଟର ସମସ୍ତ ଦଣ୍ଡାଦେଶ ଉପରେ ରୋକ୍ ଲଗାଇଲେ ଛତିଶଗଡ଼ ହାଇକୋର୍ଟ । ହାଇକୋର୍ଟରେ  କ୍ରିମିନାଲ ଅପିଲ ମାମଲା ଶେଷ ଯାଏ ଲାଗିଲା ରୋକ୍  ।  ଅନୁପ ସାଏଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଦେଇଥିଲେ…

ଡବଲ ମର୍ଡର ମାମଲାରେ ଜାମିନ୍ ପାଇଲେ ପୂର୍ବତନ ବିଧାୟକ ଅନୁପ ସାଏ

ଝାରସୁଗୁଡ଼ା: ମାଆ, ଝିଅଙ୍କୁ ହତ୍ୟା ମାମଲାରେ ପୂର୍ବତନ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ୍ ମିଳିଛି । ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି ବିଳାସପୁର ହାଇକୋର୍ଟ । ୨୦୧୬ ମସିହାରେ ଘଟିଥିବା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ଥିଲେ…

ପୂର୍ବତନ ବିଧାୟକ ଅନୁପ ସାଏଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ବ୍ରଜରାଜନଗର: ଡବଲ ମର୍ଡର ଘଟଣାରେ ଗିରଫ ହୋଇଥିବା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଛି । ଏବେ ସେ ବିଳାସପୁରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି । ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ୨୫ ତାରିଖରେ ଛତିଶଗଡ଼ ହାଇକୋର୍ଟ…