Latest Odisha News
Browsing Tag

Anupam Kher

ମହାପ୍ରଭୁଙ୍କୁ ଦର୍ଶନ କଲେ ଅନୁପମ ଖେର

ପୁରୀ : ଜଗାଦର୍ଶନ କରି ଭାବବିହ୍ଵଳ ହେଲେ ବଲିଉଡ ଅଭିନେତା ଅନୁପମ ଖେର । କହିଲେ ଫିଲ୍ମ ପାଇଁ ନୁହେଁ ବରଂ ମନର ଶାନ୍ତି ପାଇଁ ଦର୍ଶନ କରିଛି  । ନିକଟରେ ଶିବିଶାସ୍ତ୍ରୀ ବଲବଆ ଫିଲ୍ମ ରିଲିଜ ହେବାକୁ ଥିବାବେଳେ ଦେଖିବାକୁ ସମସ୍ତଙ୍କୁ କହିଛନ୍ତି । ଶ୍ରୀମନ୍ଦିରରୁ ଫେରି ମୁଖ୍ୟମନ୍ତ୍ରୀଙ୍କୁ…

ଓସ୍କାର ଦୌଡ଼ରେ ସାମିଲ ହେଲା ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ: ଓସ୍କାର ୨୦୨୩ରେ ବେଷ୍ଟ ଫିଲ୍ମ ଓ ବେଷ୍ଟ ଆକ୍ଟର କାଟାଗୋରୀରେ ସାମିଲ ହୋଇଛି ‘ଦ କଶ୍ମୀର ଫାଇଲ୍ସ’ । ଓସ୍କାର ୨୦୨୩ର ଲିଷ୍ଟରେ କାନ୍ତାରା, ଆରଆରଆର, ଆଲିଆ ଭଟ୍ଟଙ୍କ ଅଭିନୀତ ମୁଭି ‘ଗଙ୍ଗୁବାଇ କାଠିଆୱାଡି’ବି ସର୍ଟଲିଷ୍ଟ ହୋଇଛି । ଏଥିସହ ମାଧବନଙ୍କ ଦ୍ୱାରା ନିର୍ଦ୍ଦେଶିତ ମୁଭି…

‘ପ୍ରତୀକ୍ଷା’ର ହିନ୍ଦୀ ରିମେକ କରିବେ ଅନୁପମ ଖେର, ବାପା ଭୂମିକାରେ ଅଭିନୟ ବି କରିବେ

ସାରା ଦେଶରେ ‘ପ୍ରତୀକ୍ଷା’ର ଚର୍ଚ୍ଚା । ଓଡ଼ିଆ ଫିଲ୍ମ ପ୍ରତୀକ୍ଷା ୫୩ ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଭାରତୀୟ ପାନୋରାମା ବିଭାଗରେ ସ୍ଥାନ ପାଇ ପ୍ରଶଂସା ସାଉଁଟିଛି । ଏବେ ପ୍ରତୀକ୍ଷା ପାଇଁ ଆଉ ଏକ ଖୁସି ଖବର । ହିନ୍ଦୀରେ ରିମେକ ହେବ ପ୍ରତୀକ୍ଷା । ବଲିଉଡର ପ୍ରଖ୍ୟାତ…

ଦି କଶ୍ମୀର ଫାଇଲ୍ସ ଫିଲ୍ମର ଲାଇନ ପ୍ରଡ୍ୟୁସରଙ୍କ ଆତ୍ମହତ୍ୟା !

ମୁମ୍ବାଇ: ଦି କଶ୍ମୀର ଫାଇଲ୍ସର ଲାଇନ ପ୍ରଡ୍ୟୁସର ସରହାନା ଆତ୍ମହତ୍ୟା ଖବର ହସ୍ତଗତ ହୋଇଛି । ବରିଷ୍ଠ ଅଭିନେତା ଅନୁପମ ଖେର ଏହି ଖବର ପାଇ ଆଶ୍ଚର୍ଯ୍ୟଚକିତ ହେବା ସହ ଭାଙ୍ଗି ପଡିଛନ୍ତି । ସେ ସରହାନାଙ୍କ ଫଟୋ, ଭିଡିଓ ଏବଂ ମୃତ୍ୟୁର ମେସେଜ ସୋସିଆଲ ସାଇଟରେ ଶେୟାର କରିଛନ୍ତି । ବିବେକ…

ଅନୁପମ ଖେରଙ୍କ ମାଆ ଓ ଭାଇଙ୍କ ସମେତ ପରିବାରର ଚାରି ଜଣଙ୍କୁ କରୋନା

ମୁମ୍ୱାଇ: ବଲିଉଡ୍ ଅଭିନେତା ଅନୁପମ ଖେରଙ୍କ ପରିବାରରେ କରୋନା । ତାଙ୍କ ମାଆ ଓ ଭାଇଙ୍କ ସମେତ ପରିବାରର ଚାରି ଜଣଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ନିଜ ଟ୍ୱିଟର ଆକାଉଣ୍ଟରେ ଏକ ଭିଡିଓ ବାର୍ତ୍ତାରେ ଏହି ସୂଚନା ଦେଇଛନ୍ତି ଅନୁପମ ଖେର । This is to inform all that my…

କାଶ୍ମୀର ପଣ୍ଡିତଙ୍କ ହତ୍ୟାକୁ ନେଇ ରାଗିଗଲେ ଅନୁପମ୍‌

ମୁମ୍ବାଇ: କାଶ୍ମୀର ପଣ୍ଡିତ ଘଟଣାକୁ ନେଇ ପୁଣି ଥରେ ସାମ୍ନାକୁ ଆସିଛନ୍ତି ବଲିଉଡ ଅଭିନେତା ଅନୁପମ ଖେର୍ । ସୋମବବାର ଦିନ(୮ଜୁନ୍) ଅନନ୍ତନାଗରେ ଜଣେ ହିନ୍ଦୁ ସରପଂଚଙ୍କୁ ଆତାଙ୍କବାଦୀ ଗୁଳି କରି ହତ୍ୟା କରିଥିଲେ । ଏହି ଘଟଣାକୁ ନେଇ ଅନୁପମ ଶୋକ ପ୍ରକଟ କରିବା ସହ ରାଗି ଯାଇଛନ୍ତି । ଏହାର ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ‘ଫକିର’ କହିଲେ ଅନୁପମ ଖେର୍ !

ନୂଆଦିଲ୍ଲୀ: ତାମିଲନାଡୁର ମମଲ୍ଲାପୁରମରେ ଥିବା ତାଜ ଫିସରମ୍ୟାନ କାଭ୍ ରିସର୍ଟ ଆଣ୍ଡ ସ୍ପା ନିକଟ ସମୁଦ୍ର ବେଳାଭୂମିରୁ ଗତ ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଳିଆ ଉଠାଉଥିବାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । ମୋଦିଙ୍କ ଏଭଳି କାମକୁ ବହୁ ମାନ୍ୟଗଣ୍ୟ…