ଅନୁପମ ଖେରଙ୍କ ମାଆ ଓ ଭାଇଙ୍କ ସମେତ ପରିବାରର ଚାରି ଜଣଙ୍କୁ କରୋନା
ମୁମ୍ୱାଇ: ବଲିଉଡ୍ ଅଭିନେତା ଅନୁପମ ଖେରଙ୍କ ପରିବାରରେ କରୋନା । ତାଙ୍କ ମାଆ ଓ ଭାଇଙ୍କ ସମେତ ପରିବାରର ଚାରି ଜଣଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ନିଜ ଟ୍ୱିଟର ଆକାଉଣ୍ଟରେ ଏକ ଭିଡିଓ ବାର୍ତ୍ତାରେ ଏହି ସୂଚନା ଦେଇଛନ୍ତି ଅନୁପମ ଖେର ।
This is to inform all that my…