ଶ୍ରୀକ୍ଷେତ୍ର ଓ ଏକାମ୍ର ବିକାଶ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା
ଭୁବନେଶ୍ବର : ଶ୍ରୀକ୍ଷେତ୍ର ପୁରୀ ଓ ଏକାମ୍ର କ୍ଷେତ୍ରର ବିକାଶ ପ୍ରକଳ୍ପକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଅପରାଜିତା । ଚିଠିରେ ଅପରାଜିତା ଦର୍ଶାଇଛନ୍ତି ଯେ, ପୁରୀରେ ଐତିହ୍ୟର ବିକାଶ ନାଁରେ…