Latest Odisha News

BREAKING NEWS

Browsing Tag

Aparajita Sarangi

ଭୁବନେଶ୍ୱରରୁ ଲଢ଼ିବେ ତିନି ପ୍ରଶାସକ !

ଭୁବନେଶ୍ୱର: ଭୁବନେଶ୍ୱରରେ ମୁହାଁମୁହିଁ ହେବେ କି ତିନି ପ୍ରଶାସକ। ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ତିନି ପ୍ରଶାସକ ଅପରାଜିତା, ଅରୂପ ଓ ବିଜୟଙ୍କୁ ଦେଖିବାକୁ ମିଳିବ କି ? ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି। ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି ବିଜେପି କଂଗ୍ରେସରେ ଏବେ ପୂର୍ବତନ ପ୍ରଶାସକ…

କେମିତି କମୁଛି ଓଡ଼ିଶାରେ ଉତ୍ପାଦିତ ଲୁହା ପଥରର ମାନ ? ସଂସଦରେ ତଦନ୍ତ ଦାବି କଲେ ଅପରାଜିତା

ନୂଆଦିଲ୍ଲୀ: ସସଂଦରେ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଓଡ଼ିଶାରେ ଖଣି ଖନନରେ ଦୁର୍ନୀତି ହୋଇଥିବା ଅପରାଜିତା ଅଭିଯୋଗ କରିଛନ୍ତି । କହିଛନ୍ତି ଓଡ଼ିଶା ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ଏକାଧିକ ଲୁହା ପଥର ଖଣି ନିଲାମ କରିଥିଲେ ।…

ଅବୈଧ ବାଲି ଉଠାଣକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ଅପରାଜିତା

ଭୁବନେଶ୍ୱର: ଜନ ପ୍ରତିନିଧିଙ୍କ କଥା ଶୁଣୁ ନାହାନ୍ତି ବାବୁ । ସାଂସଦଙ୍କୁ ହେୟଜ୍ଞାନ କରୁଛି ଜିଲ୍ଲା ପ୍ରଶାସନ । ଜୟଦେବ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁଆଖାଇ ଏବଂ କୁସଭଦ୍ରା ନଦୀ ପଠାରୁ ବେଆଇନ୍ ବାଲି ଉଠାଣକୁ ନେଇ ପୁଣି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ।…

ରାଜଧାନୀର ୪ଟି ସ୍ଥାନରେ NH ଉପରେ ନିର୍ମାଣ ହେବ ଫୁଟ୍ ଓଭର ବ୍ରିଜ୍

ଭୁବନେଶ୍ୱର: ବଢ଼ୁଥିବା ଜନସଂଖ୍ୟା ଓ ଗାଡ଼ିକୁ ଦେଖି ଜାତୀୟ ରାଜପଥ ପ୍ରଶସ୍ତ କାର୍ଯ୍ୟ ଚାଲିଛି । ଜାତୀୟ ରାଜପଥ ୧୬ରେ ବିଭିନ୍ନ ସ୍ଥାନରେ ଓଭର ବ୍ରିଜ୍ ନିର୍ମାଣ କରାଯିବା ସହ ଜାତୀୟ ରାଜପଥକୁ ୬ ଲେନ୍ କରିବା କାର୍ଯ୍ୟ ଜାରି ରହିଛି । ରାଜଧାନୀରେ ଆଉ ୪ଟି ଫୁଟ୍ ଓଭର ବ୍ରିଜ୍ ନିର୍ମାଣ କରାଯିବ…

ଭୁବନେଶ୍ୱର ଓ କଟକରେ ମେଟ୍ରୋ ଟ୍ରେନ୍ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଭୁବନେଶ୍ୱର: ଟ୍ୱିନସିଟିରେ ବଢ଼ୁଛି ଜନସଂଖ୍ୟା । ଭୁବନେଶ୍ୱର-କଟକ ଦ୍ୱୈତ ନଗରୀରେ ଦୌଡ଼ି ପାରିବ ମେଟ୍ରୋ । ମେଟ୍ରୋ ରେଲ ନୀତି- ୨୦୧୭ ଅନୁସାରେ, ୨୦ ଲକ୍ଷରୁ ଅଧିକ ଜନସଂଖ୍ୟା ଥିବା ସହରରେ ମେଟ୍ରୋ ରେଳ ସିଷ୍ଟମ ଯୋଜନା ହୋଇ ପାରିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି…

ଅପରାଜିତାଙ୍କୁ ତୀବ୍ର ବିରୋଧ

ଭୁବନେଶ୍ୱର :  ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିଜେପି କର୍ମୀଙ୍କ ବିରୋଧ । ବେଗୁନିଆର ମଣ୍ଡଳ ସଭାପତି ମାନଙ୍କ ସହ ୪୦ ପଞ୍ଚାୟତର ବିଜେପି କର୍ମୀ ଓ ସମର୍ଥକମାନେ ସାଂସଦଙ୍କୁ ଖୋଲାଖୋଲି ବିରୋଧ କରିଛନ୍ତି। ବିଜେପି ଦଳୀୟ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟଙ୍କୁ ଅଣଦେଖା କରି ସାଂସଦ…

ହାଇକୋର୍ଟରେ ASIର ସତ୍ୟପାଠ ପରେ ରାଜ୍ୟ ସରକାରଙ୍କୁ ଅପରାଜିତାଙ୍କ ଟାର୍ଗେଟ୍

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ହାଇକୋର୍ଟରେ ASIର ସତ୍ୟପାଠ ପରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଟ୍ୱିଟ୍ କରି ସେ କହିଛନ୍ତି, ମହାପ୍ରଭୁ ଜଗନ୍ନାଥ ନିଜକୁ ଓ ଶ୍ରୀମନ୍ଦିରକୁ ରକ୍ଷା କରିବାକୁ ଚେଷ୍ଟା କରୁଛନ୍ତି । ଏକ…

ଆତ୍ମଘାତୀ ଆଇଟି ସେଲ୍: ରାଜ୍ୟ ମହିଳା ମୋର୍ଚ୍ଚା ଟାର୍ଗେଟରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା !

:ଦେବଦତ୍ତ ରଥ ଭୁବନେଶ୍ୱର: ରାଜ୍ୟ ମହିଳା ମୋର୍ଚ୍ଚା ଆଇଟି ସେଲ୍ ଟାର୍ଗେଟରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା। ଭୁବନେଶ୍ୱର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀଙ୍କୁ ଟାର୍ଗେଟ୍ କରିଛନ୍ତି ରାଜ୍ୟ ମହିଳା ମୋର୍ଚ୍ଚା ଆଇଟି ସେଲ୍ ସଂଯୋଜିକା ସତରୂପା ମିଶ୍ର। ନିଜ…

ଐତିହ୍ୟ କରିଡରରେ ପ୍ରକଳ୍ପ ନିର୍ମାଣକୁ ଏଏସଆଇର ବିରୋଧ, ଚିଠି ଦେଖାଇ ଘେରିଲେ ଅପରାଜିତା

ଭୁବନେଶ୍ୱର: ପୁରୀ ଐତିହ୍ୟ କରିଡରରେ ଯେଉଁ ପ୍ରକଳ୍ପ କାମ ଚାଲିଛି ତାହା ବେଆଇନ୍ । ସେଠାରେ କୌଣସି ଖନନ କାମ କରିବାକୁ ଅନୁମତି ନାହିଁ । ଯାହା ହେଉଛି ତାହା ଆଇନ ବାହାରେ ଅର୍ଥାତ୍ ବେଆଇନ୍ । ଫେବୃଆରୀ ୫ ତାରିଖରେ ଏଏସଆଇ ଏପରି ଏକ ଚିଠି ଜରିଆରେ ଓବିସିସିର ବରିଷ୍ଠ ପ୍ରେଜେକ୍ଟ ମ୍ୟାନେଜରଙ୍କୁ…

ଅପ୍ରିୟ ସତ କହି ରାଜ୍ୟ ବିଜେପି ସଭାପତିଙ୍କୁ ଟାର୍ଗେଟ କଲେ କି ଅପରାଜିତା ?

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ପ୍ରତିକ୍ରିୟା ରଖିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ଦଳୀୟ ପ୍ରାର୍ଥୀଙ୍କ ପ୍ରଦର୍ଶନ ପାଇଁ ସେ ରାଜ୍ୟ ନେତୃତ୍ୱକୁ ସିଧା ଦାୟୀ କରିଛନ୍ତି । ପ୍ରଥମଥର ପାଇଁ ସେ ନିଜେ ଏପରି କଥା କହିଛନ୍ତି ଯାହା ପୂର୍ବରୁ କେବଳ…