Latest Odisha News

BREAKING NEWS

Browsing Tag

Aparajita Sarangi

କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗ: ମୁଖ୍ୟମନ୍ତ୍ରୀଙ୍କୁ ଦସ୍ତାବିଜ ପଠାଇଲେ ଅପରାଜିତା

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଏହି ଚିଠି ମାଧ୍ୟମରେ ସେ ବିଜେଡି ବିଧାୟକ, ନେତା, ମନ୍ତ୍ରୀ ଓ ରାଜ୍ୟ କାର୍ଯ୍ୟାଳୟରେ ନିୟମ ଉଲ୍ଲଙ୍ଘନର ସମସ୍ତ ଫଟୋ ଓ ଭିଡିଓଗୁଡିକୁ…

ପିପିଇ କିଟ୍ କିଣା ଦୁର୍ନୀତି: ବିଜେପି-ବିଜେଡି ତୁ ତୁ ମେଁ ମେଁ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚାଳନା ନେଇ ରାଜନୀତି ଜୋର୍ ଧରିଛି । କରୋନା ପରିଚାଳନାରେ ଦୁର୍ନୀତି ହୋଇଥିବା ନେଇ ବଡ ଅଭିଯୋଗ ଆଣିଛନ୍ତି ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ । ପିପିଇ କିଟ୍ କିଣାରେ ଦୁର୍ନୀତି ହୋଇଥିବା ସେ ଅଭିଯୋଗ କରିଛନ୍ତି । ସେ କହିଛନ୍ତି ଏହି ଦୁର୍ନୀତିରେ…

ଅମିତ ଶାହଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରି ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି । ଲୋକଙ୍କ ପାଇଁ କରାଯାଇଥିବା କାମ ସମ୍ପର୍କରେ ସେ ଅମିତ ଶାହଙ୍କୁ ଅବଗତ କରିଥିଲେ । ଏଥି ସହ ଭୁବନେଶ୍ୱର ଲୋକସଭା କ୍ଷେତ୍ର ଏବଂ…

ସାଂସଦ ଅପରାଜିତାଙ୍କ ନାଁରେ ମାମଲା ପଛରେ ରାଜନୈତିକ ଷଡ଼ଯନ୍ତ୍ର !

ଭୁବନେଶ୍ୱର: କୋଭିଡ ଗାଇଡଲାଇନ୍ ଉଲ୍ଳଂଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନାଁରେ ମାମଲା ପ୍ରସଙ୍ଗରେ ରାଜନୀତି ଜୋର୍ ଧରିଛି । ଅପରାଜିତାଙ୍କ ବିରୋଧରେ କି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେ ନେଇ କମିଶନରେଟ୍ ପୋଲିସକୁ ଆକ୍ସନ ଟେକେନ୍ ରିପୋର୍ଟ ମାଗିଛି ବିଏମସି।…

ସାଂସଦ ଅପରାଜିତା ଷଡଙ୍ଗୀ ଦେଲେ ବାର୍ଷିକ ରିପୋର୍ଟ କାର୍ଡ

ଭୁବନେଶ୍ୱର: ସଂସଦୀୟ କ୍ଷେତ୍ର ଭୁବନେଶ୍ୱର ପାଇଁ ବାର୍ଷିକ ରିପୋର୍ଟ କାର୍ଡ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ୫୬ ପୃଷ୍ଠାର ଏହି ରିପୋର୍ଟ କାର୍ଡରେ ସଂସଦୀୟ କ୍ଷେତ୍ରରେ ହୋଇଥିବା ସମସ୍ତ ବିକାଶ କାର୍ଯ୍ୟ ସ୍ଥାନ ପାଇଛି । ଖାଲି ସେତିକି ନୁହେଁ,…

ସାଂସଦ ଅପରାଜିତା ଷଡଙ୍ଗୀ ବାରମ୍ବାର ଲକ୍‌ଡାଉନ ନିୟମ ଉଲ୍ଲଂଘନ କରୁଛନ୍ତି : ବିଜେଡି

ଭୁବନେଶ୍ୱର: ପଳାଶୁଣି ଫ୍ଲାଏଓଭର ଭୂମି ପୂଜନ ବେଳେ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ଓ ତାଙ୍କ ସମର୍ଥକ ସାମାଜିକ ଦୂରତ୍ୱ ନିୟମକୁ ପୁଣି ଥରେ ଉଲ୍ଲଂଘନ କରିଥିବା ଅଭିଯୋଗ କରିଛି ବିଜେଡି । ସାଂସଦ ବାରମ୍ବାର ଲକ୍‌ଡାଉନ ନିୟମ ଉଲ୍ଲଂଘନ କରି ଖରାପ ଉଦାହରଣ ସୃଷ୍ଟି କରୁଥିବା କହିଛନ୍ତି ବିଜେଡି…

ସମାଲୋଚନା ପରେ ଦୋଷ ସ୍ୱୀକାର କଲେ ବିଜେପି ନେତା

ଭୁବନେଶ୍ୱର: ବିଜେପି ସାଂସଦ ଅପରାଜିତା ସଢଙ୍ଗୀ ଓ ଅନ୍ୟ ନେତା ଓ କର୍ମୀ ସାମାଜିକ ଦୂରତା ରକ୍ଷା ନକରିବା ଓ ସାଂସଦ ନିଜେ ଦିଲ୍ଲୀରୁ ଫେରି ହୋମ କ୍ୱାରେଣ୍ଟିନରେ ନରହି ନିୟମକୁ ଉଲଂଘନ କରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ନବ ନିଯୁକ୍ତ ଭୁବନେଶ୍ୱର ଜିଲ୍ଲା ବିଜେପି ସଭାପତି ବାବୁ ସିଂ।…

ସଂସଦରେ ଆଲୋଚିତ ହେଲା ଭୁବନେଶ୍ୱର ଜଳବନ୍ଦୀ ସମସ୍ୟା

ନୂଆଦିଲ୍ଲୀ/ଭୁବନେଶ୍ୱର : ନବନିର୍ବାଚିତ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ପାର୍ଲିଆମେଣ୍ଟରେ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା କଥା ଉଠାଇଛନ୍ତି । “ଆଜି ଲୋକସଭାରେ ଶ୍ରୀମତି ଷଡଙ୍ଗୀ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା ଉଠାଇ କହିଛନ୍ତି ଯେ, ଘଣ୍ଟାଏ ବର୍ଷା ହେଲେ ରାଜଧାନୀ ଭୁବନେଶ୍ୱରରେ…