ଫେବ୍ରୁଆରୀ ୧୦ ଯାଏଁ ବଢ଼ିଲା ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣର ସମୟ ସୀମା
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ କର୍ତ୍ତୃପକ୍ଷ ଦଶମ ଶ୍ରେଣୀ ପରୀକ୍ଷା ପାଇଁ ଫର୍ମ ପୂରଣର ସମୟସୀମାକୁ ଆସନ୍ତା ୧୦ ତାରିଖ ଯାଏଁ ବୃଦ୍ଧି କରିଛନ୍ତି । ପୂର୍ବରୁ ଫେବ୍ରୁଆରୀ ୨ ତାରିଖ ଫର୍ମ ପୂରଣ ପାଇଁ ଶେଷ ତାରିଖ ଥିଲା ।
ଆସନ୍ତା ମେ ୩ରୁ ୧୫ ଯାଏଁ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ…