Latest Odisha News

BREAKING NEWS

Browsing Tag

Aravind Kejriwal

କମନ ଓ୍ୱେଲଥ ଗେମ୍ସ ଭିଲେଜ ହେଲା କୋଭିଡ୍ କେୟାର୍ ସେଣ୍ଟର

ନୂଆଦିଲ୍ଲୀ: ଦେଶର ରାଜଧାନୀରେ ଲଗାତାର ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଅଧିକ ବେଡ୍ ଆବଶ୍ୟକ ଥିବା ବେଳେ କମନ୍ ଓ୍ୱେଲଥ ଗେମ୍ସ ଭିଲେଜକୁ ହାଇଟେକ୍ କୋଭିଡ କେୟାର ସେଣ୍ଟରରେ ପରିଣତ କରିଛନ୍ତି ଦିଲ୍ଲୀ ସରକାର । ପାଞ୍ଚ ଶହ ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର…

ମାନିଲେ କେଜରିଓ୍ୱାଲ: କମ୍ ବେଡ୍ ଯୋଗୁ ଦିଲ୍ଲୀରେ ବଢିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶର ରାଜଧାନୀରେ କରୋନା କେସ ଓ ମୃତ୍ୟୁ ସଂଖ୍ୟା ବଢୁଛି । କରୋନା ସଂକ୍ରମିତଙ୍କ ପାଇଁ ହସ୍ପିଟାଲରେ ପର୍ଯ୍ୟାପ୍ତ ବେଡ୍ ନଥିବାରୁ ବଢ଼ିଲା ମୃତ୍ୟୁ ସଂଖ୍ୟା । ଏକଥାକୁ ସ୍ୱୀକାର କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲ । ସେ କହିଛନ୍ତି, ଜୁନ୍ ପ୍ରଥମ ସପ୍ତାହରେ…