ମଧ୍ୟପ୍ରଦେଶରେ ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କୁ କରୋନା
ଭୋପାଳ: ମଧ୍ୟପ୍ରଦେଶ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ଅରବିନ୍ଦ ଭଦୋରିଆଙ୍କୁ କରୋନା । ତାଙ୍କ କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ତାଙ୍କୁ ଭୋପାଳ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଅରବିନ୍ଦ ଭଦୋରିଆଙ୍କ ପାଖରେ କରୋନା ସଂକ୍ରମଣର କୌଣସି ଲକ୍ଷଣ ନଥିଲା ।…