Latest Odisha News

BREAKING NEWS

Browsing Tag

Archana Nag Case

ଅର୍ଚ୍ଚନା, ନବଙ୍କ ପରେ ନକଲି ସାର୍ଟିଫିକେଟ, ବିରୋଧୀ ଗର୍ଜୁଛନ୍ତି ପୁଣି ଭୁଲିଯାଉଛନ୍ତି !

ଭୁବନେଶ୍ୱର: ଶାସକ ଦଳକୁ ବିରୋଧର ଫଳ କଣ ମିଳେ? ଯେଉଁ ପ୍ରସଙ୍ଗକୁ ନେଇ ବିରୋଧ ହୁଏ ତାର ଫଳାଫଳ ଓ ଲାଭ କଣ ମିଳେ? ବିରୋଧୀଙ୍କ ବିରୋଧ ପରେ ଶାସକ ଦଳକୁ କେତେ କ୍ଷତି ପହଞ୍ଚେ? ପ୍ରମୁଖ ସମ୍ବେଦନଶୀଳ ପ୍ରସଙ୍ଗରେ ଏତେ ହୋହାଲ୍ଲା ଓ ବିରୋଧ କରାଯାଉଥିବା ବେଳେ କିଛି ଦିନ ପରେ ସମ୍ପୃକ୍ତ ପ୍ରସଙ୍ଗକୁ…

ଅର୍ଚ୍ଚନା ନାଗ ମାମଲା; ଚାର୍ଜସିଟ୍ ଦାଖଲ କରିବ ଇଡି

ଭୁବନେଶ୍ୱର: ଅର୍ଚ୍ଚନା ନାଗ ମାମଲାରେ ଆଜି ଚାର୍ଜସିଟ୍‌ ଦାଖଲ କରାଯିବ । ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱରଙ୍କ ବିରୋଧରେ ଇଡି ଚାର୍ଜସିଟ୍‌ ଦାଖଲ କରିବ । ପ୍ରବର୍ତ୍ତନ ନିର୍ଦେଶାଳୟ ପକ୍ଷରୁ ୧୩୦୦ ପୃଷ୍ଠାର ପ୍ରାଥମିକ ଚାର୍ଜସିଟ୍‌ ଦାଖଲ କରାଯିବା ନେଇ ସୂଚନା ରହିଛି । ଏଥିସହ  ଜେରା ସମୟରେ…

ଅର୍ଚ୍ଚନାଙ୍କୁ ରିମାଣ୍ଡରେ ନେବାପାଇଁ ମିଳିଲାନି ଅନୁମତି, ଜଗବନ୍ଧୁଙ୍କୁ ମିଳିଲା ୪ ଦିନ

ଭୁବନେଶ୍ଠର: ପୁଣି ରିମାଣ୍ଡରେ ଯିବେ ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ। ଆଜିଠୁ ୪ ଦିନିଆ ରିମାଣ୍ଡରେ ତାଙ୍କୁ ନେବ ଇଡି । ପ୍ରଥମେ ଜଗବନ୍ଧୁଙ୍କ  ୯ ଦିନିଆ ରିମାଣ୍ଡରେ ନେଇ ଜେରା କରିଥିଲା ଇଡି । ଗତକାଲି ଏହି ୯ ଦିନିଆ ରିମାଣ୍ଡର ଅବଧି ଶେଷ ହୋଇଥିଲା। ତେଣୁ ଗତକାଲି ଇଡି ତାଙ୍କୁ…

ଗିରଫ ହେଲେ ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ

ଭୁବନେଶ୍ଠର: ଗିରଫ ହେଲେ ଜଗବନ୍ଧୁ ଚାନ୍ଦ । ମନି ଲଣ୍ଡରିଂ ମାମଲାରେ ପ୍ରମାଣ ପାଇବା ଅର୍ଚ୍ଚନାଙ୍କ ସ୍ୱାମୀ ଜଗବନ୍ଧୁଙ୍କୁ ଗିରଫ କରିଛି ଇଡି । ଗିରଫ ପରେ  ଜଗବନ୍ଧୁଙ୍କୁ ପୁଣି ୨ୟ ଥର ପାଇଁ ରିମାଣ୍ଡରେ ନେଇପାରେ ଇଡି । ଏହା ପୂର୍ବରୁ ପୋଲିସ ଅର୍ଚ୍ଚନା ନାଗ ଏବଂ ତାଙ୍କର ସହଯୋଗୀ…

ଇଡିରେ ମୁହାଁମୁହିଁ ଜେରା ବେଳେ ତଥ୍ୟ ଓଗାଳିଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଇଡି ହାତରେ ଲାଗିଛି ଅର୍ଚ୍ଚନା ନାଗ କଳାସାମ୍ରାଜ୍ୟର ଗୁମର ତଥ୍ୟ । ଜେରାବେଳେ ଅନେକ ଗୁପ୍ତ ତଥ୍ୟ ଇଡିକୁ ଦେଇଛି ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା । ନାଗ ଦମ୍ପତିଙ୍କ ସହ ମୁହାଁମୁହିଁ ଜେରାବଳେ ସବୁ ସତ ଓଗାଳିଛନ୍ତି ଶ୍ରଦ୍ଧାଞ୍ଜଳି । ଗତକାଲି ଇଡିର…

ଇଡି ହାତରେ ଅର୍ଚ୍ଚନାଙ୍କ ୨ ଡାଏରୀ; ଖୋଲିବ କି କଳା ସାମ୍ରାଜ୍ୟର ଗୁମର

ଭୁବନେଶ୍ୱର: ଆଜି ପୁଣି ଇଡିରେ ହାଜର ହୋଇଛନ୍ତି ହନିଟ୍ରାପ କୁଇନ ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା । ଲେଡି ବ୍ଲକମେଲର ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳିଙ୍କୁ ଜେରା କରିବ ଇଡି । ଏହା ପୂର୍ବରୁ ଶ୍ରଦ୍ଧାଞ୍ଜଳି ୨ ଥର ଇଡିରେ ହାଜର ହୋଇଥିଲେ ହେଁ ତାଙ୍କଠାରୁ ସବିଶେଷ…

ବଢିଲା ଶ୍ରଦ୍ଧାଞ୍ଜଳିଙ୍କ ଅଡ଼ୁଆ; ମିଳିବନି ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ପାଇଁ ବଢିଲା ଅଡ଼ୁଆ ।  ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା। ଶ୍ରଦ୍ଧାଞ୍ଜଳିଙ୍କୁ ଅନ୍ତରୀଣ ସୁରକ୍ଷା ଦେବା ପାଇଁ ସିଧା ସିଧା ମନା କରି ଦେଇଛନ୍ତି ହାଇକୋର୍ଟ।  ଅନ୍ୟପକ୍ଷେ  …

ଆଜି କୋର୍ଟରେ ହାଜର ହେବେ ନାଗ-ଚାନ୍ଦ ଦମ୍ପତ୍ତି; ଫ୍ରଣ୍ଟ-ଟୁ-ଫ୍ରଣ୍ଟ ଜେରା ପାଇଁ ଇଡି ପ୍ରସ୍ତୁତ

ଭୁବନେଶ୍ୱର : ଆଜି କୋର୍ଟରେ ହାଜର ହେବେ ଅର୍ଚ୍ଚନା ନାଗ ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ । ଗତକାଲି ଅର୍ଚ୍ଚନାଙ୍କ ରିମାଣ୍ଡ ସରିଛି । ପୁଣି ତାଙ୍କୁ ରିମାଣ୍ଡରେ ନେବାକୁ ଇଡି ଆଜି କୋର୍ଟଙ୍କୁ ନିବେଦନ କରିବ । ହନିଟ୍ରାପ, ମନି ଲଣ୍ଡରିଂ ମାମଲାରେ ଖୋଳତାଡ ଜାରି ରଖିଛି ଇଡି । ବ୍ଲାକମେଲ୍…

ଦ୍ୱିତୀୟ ଦିନରେ EDରେ ହାଜର ହେଲେ ଆର୍କିଟେକ ରଂଜିତ, ଅର୍ଚ୍ଚନାଙ୍କ ସହ ହୋଇପାରେ ମୁହାଁମୁହିଁ ଜେରା

ଭୁବନେଶ୍ୱର: ଅର୍ଚ୍ଚନା ନାଗ ମାମଲାରେ ଘାଣ୍ଟି ପକାଇଲାଣି ED । ତଥାପି ସରୁନି । ଆଜି ପୁଣି EDରେ ହାଜର ହୋଇଛନ୍ତି   ଅର୍ଚ୍ଚନାଙ୍କ ଆର୍କିଟେକ୍ଟ ରଂଜିତ ବେହେରା ।  ଗତକାଲି ମଧ୍ୟ ୧୨  ଘଣ୍ଟାରୁ ଅଧିକ ସମୟ ଧରି ତାଙ୍କୁ ED ଜେରା କରିଥିଲା । ଅର୍ଚ୍ଚନାଙ୍କ ଘର ଡିଜାଇନ କରିଥଲେ ରଂଜିତ ।…