Latest Odisha News

BREAKING NEWS

Browsing Tag

Arindam

ଅରିନ୍ଦମଙ୍କ ଅଭିନୀତ ସିନେମା “ରାମ୍”ରେ ନଜର ଆସିବେ ବଲିଉଡର ରାହୁଲ୍ ଦେବ୍

ଭୁବନେଶ୍ୱର: ଅନେକ ଦିନର ବ୍ୟବଧାନ ପରେ ଓଡ଼ିଆ ସିନେମା ଜଗତକୁ କମ୍‌ବ୍ୟାକ୍ କରୁଛନ୍ତି ଓଲିଉଡ୍ ସୁପରଷ୍ଟାର ଅରିନ୍ଦମ୍ । ଆଗାମୀ ଦଶହରାରେ ତାଙ୍କୁ ଏକ ଭିନ୍ନ ଚରିତ୍ର ‘ରାମ୍‌’ ଅବତାରରେ ଦେଖିବାକୁ ମିଳିବ । ଶେଷଥର ପାଇଁ ୨୦୨୦ ମସିହା ଜାନୁଆରୀ ୧୨ ତାରିଖରେ ମୁକ୍ତିଲାଭ କରିଥିବା ତାପସ୍…

ଅପରେସନ ଗଜ: ଟିଭି ସାମ୍ବାଦିକ ଅରିନ୍ଦମ ଦାସଙ୍କ ମହାନଦୀରେ ମୃତ୍ୟୁ

ଭୁବନେଶ୍ୱର: ଓଡ୍ରାଫ୍ ବୋଟ୍ ଦୁର୍ଘଟଣାରେ ଓଟିଭି ଚିଫ୍ ରିପୋର୍ଟର ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ । ଅରିନ୍ଦମଙ୍କ ମୃତ୍ୟୁ ନେଇ ଏସସିବି ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ମହାନଦୀରେ ଅପରେସନ ବେଳେ ବୋଟ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବୋଟ୍ ଓଲଟିଲା ପରେ ଦେଶୀ ଡଙ୍ଗା ସାହାଯ୍ୟରେ…

ବାଲେଶ୍ୱରରୁ ଉପନିର୍ବାଚନ ଲଢ଼ିବେ ଅଭିନେତା ଅରିନ୍ଦମ!

ଭୁବନେଶ୍ୱର: ଏଥର ବାଲେଶ୍ୱର ଉପନର୍ବାଚନ ଲଢ଼ିବେ ଅଭିନେତା ଅରିଦମ । ସେ ବାଲେଶ୍ୱର ସଦର ଆସନରୁ ବିଜେଡି ପକ୍ଷରୁ ପ୍ରାର୍ଥୀ ହେବେ ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ତେବେ ଏହି ମାମଲାରେ ମୁହଁ ଖୋଲିଛନ୍ତି ଅଭିନେତା ଅରିନ୍ଦମ । ସେ କହିଛନ୍ତି ପ୍ରାର୍ଥୀ ହେବା ନେଇ ତାଙ୍କ ପାଖରେ…