Latest Odisha News

BREAKING NEWS

Browsing Tag

arnab goswami

ପ୍ରଥମ ଦେଖାରେ ଅର୍ଣ୍ଣବଙ୍କ ବିରୋଧରେ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ମାମଲା ପ୍ରମାଣ କରେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶୁକ୍ରବାର ଦିନ ସୁପ୍ରିମକୋର୍ଟ କହିଛନ୍ତି ଯେ ଅର୍ଣ୍ଣବ ଗୋସ୍ୱାମୀ ଏବଂ ଅନ୍ୟ ଦୁଇଜଣଙ୍କ ବିରୋଧରେ ଆତ୍ମହତ୍ୟା କରିବା ପାଇଁ ପ୍ରବର୍ତ୍ତାଇବା ତଥ୍ୟ ଯଥେଷ୍ଟ ନୁହେଁ। କୋର୍ଟ ଅଭିଯୋଗରେ ଏହି ତିନିଜଣଙ୍କ ବିରୋଧରେ ଲଗାଯାଇଥିବା ଅଭିଯୋଗ ଏବଂ ଆଇନଗତ ବ୍ୟବସ୍ଥା ମଧ୍ୟରେ 'ଇଚ୍ଛାକୃତ…

ମୁକୁଳିଲେ ଅର୍ଣ୍ଣବ ଗୋସ୍ୱାମୀ

ନୂଆଦିଲ୍ଲୀ: ମୁକୁଳିଲେ ରିପବ୍ଲିକ୍ ଟିଭି ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ। ୨ ବର୍ଷ ତଳର ଏକ ଆତ୍ମହତ୍ୟା ମାମଲାରେ ଅଭିଯୁକ୍ତ ଅର୍ଣ୍ଣବ ଗୋସ୍ବାମୀ ଏବଂ ଅନ୍ୟ ଦୁଇ ଜଣଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ବ୍ୟକ୍ତିଗତ ବଣ୍ଡ୍‌ରେ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି କୋର୍ଟ। ଅର୍ଣ୍ଣବ ଗୋସ୍ୱାମୀ ଗତକାଲି…

ଅର୍ଣ୍ଣବ ଗୋସ୍ୱାମୀଙ୍କୁ ମିଳିଲା ଜାମିନ

ମୁମ୍ବାଇ: ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ମିଳିଲା ଜାମିନ । ସୁପ୍ରିମକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ଫଳରେ ସେ ୮ ଦିନ ପରେ ଜେଲ୍‌ରୁ ମୁକ୍ତି ପାଇବେ । ୨୦୧୮ ଏକ ଆତ୍ମହତ୍ୟା ମାମଲାରେ ମୁମ୍ବାଇ ପୋଲିସ ଅର୍ଣ୍ଣବଙ୍କୁ ଗିରଫ କରିଥିଲା ।…

ଅର୍ଣ୍ଣବଙ୍କ ସମର୍ଥନରେ ବାହାରିଲେ ସୋନା ମହାପାତ୍ର

ମୁମ୍ବାଇ: ରିପବ୍ଲିକ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କ ସମର୍ଥନରେ ବାହାରିଲେ ବଲିଉଡ ଗାୟିକା ସୋନା ମହାପାତ୍ର । ତାଙ୍କୁ ଜେଲରେ ରଖିବା ଘଟଣାକୁ ସେ ଜୋରଦାର ବିରୋଧ କରିଛନ୍ତି । All those people smacking their lips, justifying #ArnabGoswami being denied bail…

ସୁପ୍ରିମକୋର୍ଟ ଗଲେ ଅର୍ଣ୍ଣବ ଗୋସ୍ୱାମୀ, ବମ୍ୱେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ

ମୁମ୍ବାଇ: ବମ୍ୱେ ହାଇକୋର୍ଟ ଜାମିନ ଖାରଜ କରିବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ରିପବ୍ଲିକ ଟିଭିର ଏଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ । ବମ୍ୱେ ହାଇକୋର୍ଟଙ୍କ ରାୟକୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛନ୍ତି । ଗତକାଲି ବମ୍ୱେ ହାଇକୋର୍ଟ…

ଅର୍ଣ୍ଣବଙ୍କୁ ମିଳିଲାନି ଅନ୍ତରୀଣ ଜାମିନ

ମୁମ୍ବାଇ: ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ମିଳିଲାନି ଅନ୍ତରୀଣ ଜାମିନ । ଜାମିନ ଦେବାକୁ ବମ୍ବେ ହାଇକୋର୍ଟ ସୋମବାର ଅଗ୍ରାହ୍ୟ କରିଦେଇଛନ୍ତି । ଜଷ୍ଟିସ୍ ଏସ୍ ସିନ୍ଦେ ଏବଂ ଏମ୍.ଏସ୍ କର୍ଣ୍ଣିକଙ୍କୁ ନେଇ ଗଠିତ ବେଞ୍ଚ ସୋମବାର ଏହି ଶୁଣାଣି କରିଛନ୍ତି।…

୧୪ ଦିନିଆ ନ୍ୟାୟିକ ହେପାଜତରେ ବରିଷ୍ଠ ସାମ୍ବାଦିକ ଅର୍ଣ୍ଣବ ଗୋସ୍ୱାମୀ

ମୁମ୍ବାଇ: ନଭେମ୍ୱର ୧୮ ତାରିଖ ଯାଏ ନ୍ୟାୟିକ ହେପାଜତରେ ବରିଷ୍ଠ ସାମ୍ବାଦିକ ତଥା ରିପବ୍ଲିକ ଟିଭିର ଇଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ । ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀ ହେପାଜତକୁ ପଠାଇ ଦିଆଯାଇଛି । ଆଜି ତାଙ୍କର ଜାମିନ ଆବେଦନର ଶୁଣାଣି ରହିଛି । ଅର୍ଣ୍ଣବଙ୍କ ସମେତ ଗିରଫ ଅନ୍ୟ…

ଅର୍ଣ୍ଣବ ଗୋସ୍ଵାମୀଙ୍କୁ ଅଟକ ରଖିଛି ମୁମ୍ବାଇ ପୋଲିସ

ମୁମ୍ବାଇ: ରିପବଲିକ ଟିଭିର ଏଡିଟର ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଅଟକ ରଖିଛି ମୁମ୍ବାଇ ପୋଲିସ। ୨୦୧୮ ମସିହାରେ ଇଣ୍ଟେରିୟର ଡିଜାଇନର୍ ଅନଭୟ ନାୟକ ଏବଂ ତାଙ୍କ ମା କୁମୁଦ ନାୟକଙ୍କ ମୃତ୍ୟୁ ଘଟଣାରେ ମୁମ୍ବାଇ ପୋଲିସ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଅଟକ ରଖିଛି। ଜାତୀୟ ନ୍ୟୁଜ ଏଜେନ୍ସି ସଂସ୍ଥା…

ସାମ୍ବାଦିକତାରେ ଉତ୍କର୍ଷତା ପାଇଁ ଅର୍ଣ୍ଣବଙ୍କୁ ଚପଲ ଉପହାର !

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ନ୍ୟୁଜ୍ ଚ୍ୟାନେଲ ଓ ସୋସିଆଲ ମିଡିଆରେ କ୍ରମାଗତ ହଲଚଲ ଜାରି ରହିଛି । ତର୍କବିତର୍କ, ଖୁଲାସା ଓ ମହାଖୁଲାସା ଭଳି ଶବ୍ଦ ପ୍ରାଇମ୍ ଟାଇମ ସ୍ଲଟ୍‌ରେ ଦେଖିବାକୁ ମିଳୁଛି । ଆଜି ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ଜନ୍ମଦିନ । ଏହି ଅବସରରେ ସେ…