Latest Odisha News
Browsing Tag

Arrest

ପୁରୀରେ ନିଶା ମୁକ୍ତ ଅଭିଯାନ ଜୋରଦାର, ୨ ଗିରଫ

ପୁରୀ: ଶ୍ରୀକ୍ଷେତ୍ରକୁ ନିଶା ମୁକ୍ତ କରିବା ଲାଗି ଜୋରଦାର ଅଭିଯାନ ଚଳାଇଛି ପୋଲିସ ପ୍ରଶାସନ । ପ୍ରତିଦିନ ଧରାପଡୁଛନ୍ତି ନିଶା ବେପାରୀ ଓ ବ୍ୟବହାରକାରୀ । ଏହି ଧାରାରେ ଆଜି ପୁରୀ ତାଳବଣିଆ ପୋଲିସ ଦୁଇଜଣ ଯୁବକଙ୍କୁ ବ୍ରାଉନ୍ ସୁଗାର ସହ ଗିରଫ କରିଛି । ମିଳିଥିବା ରିପୋର୍ଟ ଅନୁଯାୟୀ…

ନିଶା କାରବାରର ଏନ୍ତୁୁଡିଶାଳ ପାଲଟିଛି ଭଦ୍ରକ, ମଦ ଜବତ ୭ ଗିରଫ

ଭଦ୍ରକ: କେତେବେଳେ ବ୍ରାଉନ୍ ସୁଗାର ତ ପୁଣି କେତେବେଳେ ଆସ୍କା ଫୋର୍ଟି କିମ୍ବା ଅନ୍ୟ ନିଶା କାରବାର ପାଇଁ ଚର୍ଚ୍ଚା ମୁଣ୍ଡାଇଛି ଭଦ୍ରକ ଜିଲ୍ଲା । ଏବେ ପୁଣିଥରେ ଦେଶୀ ଓ ବିଦେଶୀ ମଦ ଜବତ ହେବା ପରେ ୭ଜଣଙ୍କ ଗିରଫଦାରୀ ଘଟଣା ଚର୍ଚ୍ଚାରେ ରହିଛି । ରିପୋର୍ଟ ଅନୁଯାୟୀ ୧୬ ନମ୍ବର ଜାତୀୟ…

ମୋମୋ ବିକ୍ରେତାଙ୍କୁ ଆକ୍ରମଣ ଘଟଣାରେ ଜଣେ ଗିରଫ

ଭୁବନେଶ୍ୱର: ଜଣେ ମୋମୋ ବିକ୍ରେତାଙ୍କ ଉପରେ ଗରମ ତେଲ ପଡ଼ିବା ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଘଟଣାଟି ଗତ ମାର୍ଚ୍ଚ ୪ ତାରିଖରେ ଘଟିଥିଲା। ସମ୍ପୃକ୍ତ ବ୍ୟକ୍ତି ଜଣକ ଅର୍ଡର ଦେଇଥିବା ବେଳେ ଦୋକାନୀ ମୋମୋ ଦେବାରେ ସାମାନ୍ୟ ବିଳମ୍ବ କରିଦେଇଥିଲେ। ଯାହା ଫଳରେ ବ୍ୟକ୍ତି ଜଣକ…

ନବରଙ୍ଗପୁରରୁ ଗିରଫ ହେଲା ପଂଜାବୀ ପ୍ରେମିକ

ନବରଙ୍ଗପୁର: ଫେସବୁକରେ ସ୍ଥାପନ ହୋଇଥିଲା ବନ୍ଧୁତା । ହେଲେ ନବରଙ୍ଗପୁର ଟାଉନ ଥାନାରେ ବନ୍ଧୁତାର ଅନ୍ତ ଘଟିଥିଲା । ପଂଜାବର ଯୁବକ ସହ ଯୋଡିଥିଲା ନବରଙ୍ଗପୁର ମହିଳାଙ୍କ ସଂପର୍କ । ହେଲେ ବନ୍ଧୁତାକୁ ପ୍ରେମ ସଂପର୍କରେ ପରିଣିତ କରିବାକୁ ଚାହୁଁନଥିଲେ ବିବାହିତ ମହିଳା । ଅନ୍ୟପଟେ ଯୁବକ ଜଣକ…

ମାସ୍କ ପାଇଁ ଜେଲ ଗଲେ, ଅଟକିଲା ବିବାହ

ମୁମ୍ବାଇ: ମାସ୍କ ନପିନ୍ଧିବା ଜଣେ ଯୁବକଙ୍କୁ ମାତ୍ରାଧିକ ମହଙ୍ଗା ପଡିଛି । ଏପରିକି ଜେଲ ଯିବା ସହ ତାଙ୍କ ବିବାହ ବି ଅଟକିଥିଲା । ଏଭଳି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ମୁମ୍ବାଇ ସହର । ତେବେ ଘଟଣାଟା ପଢିବାକୁ ଯେତିକି ସାଧାରଣ ଲାଗୁଛି, ଏହା ପଛର କାରଣ ବି ସେତିକି ଚକିତକର ।…

୧୬୦ କାର୍ଟୁନ ଅଣ୍ଡା ଚୋରି କରିବା ଅଭିଯୋଗରେ ଜଣେ ଗିରଫ

କଟକ: ଅଣ୍ଡା ଚୋରି କରିବା ଅଭିଯୋଗରେ ପୋଲିସ ମଙ୍ଗଳବାର ଦିନ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ଏଥିସହିତ କ୍ରାଇମ କରିବା ପାଇଁ ବ୍ୟବହୃତ ଭ୍ୟାନକୁ ମଧ୍ୟ ଜବତ କରାଯାଇଛି । ପ୍ରାପ୍ତ ସୂଚନାନୁଯାୟୀ ଅବଦୁଲ ରଜକ ନାମକ ଜଣେ ବ୍ୟକ୍ତି ତାଙ୍କ ଦୋକାନରୁ କେହି ୧୬୦ କାର୍ଟୁନ ଅଣ୍ଡା ଚୋରି କରିଥିବା…

କପିଳାସ ଅଭୟାରଣ୍ୟରୁ ୨ ଶିକାରୀ ଗିରଫ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ସ୍ଥିତ କପିଳାସ ଅଭୟାରଣ୍ୟରୁ ବନ ବିଭାଗ ପକ୍ଷରୁ ୨ ଜଣ ଶିକାରୀଙ୍କୁ ଗିରଫ କରାଯାଇଛି । ଗିରଫ ଦୁଇ ଜଣ ବ୍ୟକ୍ତି ଟୁନା କରୁଆ ଓ ଟ୍ୱିନ୍ କୋଣ୍ଡଲକାନେ ବୋଲି ଜଣାପଡିଛି । ସୂଚନାନୁଯାୟୀ, ବନ କର୍ମଚାରୀଙ୍କ ପକ୍ଷରୁ ଗତକାଲି ରାତିରେ ଉକ୍ତ ଅଞ୍ଚଳରେ ଚଢାଉ…

ଗଞ୍ଜାମରେ ଜୁଆ ଆଡ୍ଡା ଉପରେ ଚଢାଉ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ବିଭିନ୍ନ ଜୁଆ ଆଡାରେ ଗତକାଲି ପୋଲିସ ଚଢାଉ କରିବା ସହିତ ପାଖାପଖି ୯୫ଜଣଙ୍କୁ ଗିରଫ କରିଛି । ଏହାବ୍ୟତିତ ସେମାନଙ୍କ ବିରୋଧରେ ୧୪ ମାମଲା ରୁଜୁ କରାଯାଇଛି । ପୋଲିସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଏହି ଚଢାଉ ବେଳେ ବ୍ରହ୍ମପୁରରୁ କେବଳ ୬୮ ଜଣ…

କୋର୍ଟକୁ ଟଣାହେଲେ ମଦ୍ୟପ ଗାଡି ଚାଳକ

କଟକ: ନିଶାଶକ୍ତ ଅବସ୍ଥାରେ ଗାଡି ଚଳାଇ ଗିରଫ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଶନିବାର ଦିନ ପୋଲିସ ପକ୍ଷରୁ କୋର୍ଟ ଚାଲାଣ କରାଯିବ । ଅଭିଯୁକ୍ତ ରାକେଶ ପଣ୍ଡାକୁ ଶୁକ୍ରବାର ଦିନ କଟକ ଚାଉଳିଆଗଞ୍ଜ ଅଞ୍ଚଳର ନୂଆବଜାରରୁ ଗିରଫ କରାଯାଇଥିଲା । ଗତକାଲି ବିଳମ୍ବିତ ରାତିରେ ରାକେଶ ନିଶାଶକ୍ତ ହୋଇ…

ସମ୍ବଲପୁର ମୁଣ୍ଡକାଟ ହତ୍ୟା ଘଟଣା: ସମ୍ପର୍କୀୟ ଭାଇକୁ ଗିରଫ କଲା ପୋଲିସ

ସମ୍ବଲପୁର : ସମ୍ୱଲପୁରର ଅଇଁଠାପାଲି ଥାନା ଅନ୍ତର୍ଗତ ଭାଲୁପାଲି-ତିଲେଇମାଲ ଗ୍ରାମରେ ମଙ୍ଗଳବାର ଦିନ ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା କରାଯିବାର କେଇ ଘଣ୍ଟା ପରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ନାମ ଉଜ୍ଜଳ ମୁଣ୍ଡା ଏବଂ ସେ ମୃତ ସତ୍ୟନାରାୟଣଙ୍କ…