Latest Odisha News

BREAKING NEWS

Browsing Tag

Arrested

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓ ଗିରଫ

ଭୁବନେଶ୍ୱର: ଚାକିରୀ ଦେବା ନାଁ ରେ ଠକେଇ ଅଭିଯୋଗରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓଙ୍କୁ ଆଜି ଗିରଫ କରିଛି କ୍ରାଇମ୍ଇବ୍ରାଞ୍ଚ ଏସ୍ଆଇଟି । ଗତକାଲି ତାଙ୍କୁ ହେପାଜତକୁ ନେଇ ଜେରା ପରେ ଆଜି ଗିରଫ କରଯାଇଛି । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ…

ବନ୍ଧା ହେଲେ କୋଟିପତି ଆଇଏଫଏସ୍ ଅଫିସର ଅଭୟକାନ୍ତ ଓ ପୁଅ ଆକାଶ

ଭୁବନେଶ୍ୱର : ଗିରଫ ହେଲେ ବରିଷ୍ଠ ଆଇଏଫଏସ୍ ଅଧିକାରୀ ଅଭୟକାନ୍ତ ପାଠକ ଏବଂ ପୁଅ ଆକାଶ ପାଠକ । ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ସେମାନଙ୍କୁ ଗିରଫ କରାଯିବା ସହ କୋର୍ଟ ଚାଲାଣ କରାଯାଇଛି । ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଅଭୟକାନ୍ତ ଗିରଫ ହୋଇଥିବା ବେଳେ ଆକାଶ ବାପାଙ୍କ ପଇସାରେ…

ବଟି ମାଗି ପୁଣି ଦୁଇ ନକଲି ସାମ୍ବାଦିକ ଗିରଫ !

ସମ୍ବଲପୁର: ପୁଣି ସାମ୍ବାଦିକତାକୁ କଳଙ୍କିତ କରିଛନ୍ତି ଦୁଇ ନକଲି ସାମ୍ବାଦିକ । ବେଆଇନ ବଟି ମାଗି ଗିରଫ ହୋଇଛନ୍ତି ଦୁଇ ନକଲି ସାମ୍ବାଦିକ । ସମ୍ବଲପୁର ଜିଲ୍ଲା ବୁର୍ଲାରେ ସାମ୍ନାକୁ ଆସିଛି ଏପରି ଲଜ୍ଜାକର ଘଟଣା । ରିପୋର୍ଟ ଅନୁଯାୟୀ ବିରେନ୍ଦ୍ର ବଗର୍ତ୍ତି ନାମକ ଜଣେ ବ୍ୟକ୍ତିଙ୍କ…

ବଲିଉଡ ଅଭିନେତା ବିଜୟ ରାଜ ଗିରଫ !

ମୁମ୍ବାଇ: ବେଶ କିଛିଦିନ ପୂର୍ବରୁ ଫ୍ୟାନମାନଙ୍କୁ ଡାକିଡାକି ଫଟୋ ଉଠାଇବା ନେଇ ଚର୍ଚ୍ଚାରେ ରହିଥିଲେ । ହେଲେ ଏବେ ନିର୍ଯ୍ୟାତନା ଭଳି ସଙ୍ଗୀନ ଅଭିଯୋଗ ପାଇଁ ଅପମାନ ମୁଣ୍ଡାଇଛନ୍ତି ବଲିଉଡ ଅଭିନେତା ବିଜୟ ରାଜ । ଅଭିଯୋଗକୁ ଭିତ୍ତି କରି ମହାରାଷ୍ଟ୍ରର ଗୋଣ୍ଡିଆ ପୋଲିସ ତାଙ୍କୁ ଗିରଫ କରିଥିଲା…

ଯୌନ ଉତ୍ପୀଡ଼ନ ଅଭିଯୋଗରେ ବନ୍ଧା ହେଲେ କଲେଜ ଅଧ୍ୟକ୍ଷ

କୋରାପୁଟ: ମହିଳା ସହକର୍ମୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ କଲେଜ ଅଧ୍ୟକ୍ଷ । କମ୍ପ୍ୟୁଟର ଅପରେଟରଙ୍କୁ ଯୌନ ଉତ୍ପୀଡ଼ନ ଅଭିଯୋଗରେ ସୁନାବେଡା ସରକାରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷ ପବିତ୍ର ବେଦାନ୍ତ ଗିରଫ ହୋଇଥିବା ଜଣାଯାଇଛି। ସମ୍ପୃକ୍ତ ଡାଟା ଏଣ୍ଟ୍ରିଙ୍କ ଅଭିଯୋଗ ପରେ ପବିତ୍ରଙ୍କୁ ଗିରଫ…

ପୋଲିସ ପୁଅ ବିରୋଧରେ ଛେଳି ଚୋରି ଅଭିଯୋଗ !

ପୁରୀ: କଥାରେ ଅଛି ବାଡ ଯଦି ଫସଲ ଖାଇବ ଲୋକେ ଗୁହାରି କରିବେ କାହାକୁ । ଠିକ ଏହିପରି ଏକ ଉଦାହରଣ ପୁରୀ ଜିଲ୍ଲାରୁ ସାମ୍ନାକୁ ଆସିଛି । ଟଙ୍କା, ସୁନା କି ହତ୍ୟାକାଣ୍ଡ ନୁହେଁ, ବରଂ ଛେଳି ଚୋରି କରି ଗିରଫ ହୋଇଛି ଜଣେ ପୋଲିସ କର୍ମଚାରୀଙ୍କ ପୁଅ । ପୋଲିସ ରିପୋର୍ଟ ଅନୁଯାୟୀ ବଳଙ୍ଗା ଅଂଚଳରୁ…

ପେଶାରେ ସଫ୍ଟୱେୟାର ଇଂଜିନିଅର, ନିଶାରେ ଲୁଟେରା !

କର୍ଣ୍ଣାଟକ: ପ୍ରାୟ ୭୦ଟି ଲୁଟ୍ ମାମଲାରେ ଜଣେ ଯୁବକକୁ ପୋଲିସ ଗିରଫ କରିଛି । କର୍ଣ୍ଣାଟକ ଓ ତାମିଲନାଡୁରେ ତା ବିରୋଧରେ ଦାୟର ହୋଇଥିଲା ଏକାଧିକ ମାମଲା । ବହୁଦିନ ଧରି ପୋଲିସ ଆଖିିରେ ଧୂଳିଦେଇ ଚଲାଇଥିଲା ଲୁଟ୍‌ତରାଜ । ହେଲେ ଶେଷରେ ବେଙ୍ଗାଳୁରୁର ପିନ୍ୟା ଅଂଚଳରେ ଜଣେ ବୟସ୍କ ମହିଳାଙ୍କ…

ପ୍ରବାସୀ ସାଜିଲେ ବଳାତ୍କାରୀ, ନାବାଳିକାକୁ ଗଣଦୁଷ୍କର୍ମ !

କେରଳ: ସମୟ ଥିଲା ବାହାରେ ଥିବା ପ୍ରବାସୀ ଶ୍ରମିକଙ୍କୁ ଆଣିବା ପାଇଁ ବିଭିନ୍ନ ରାଜ୍ୟର ସରକାର ତତ୍ପର ଥିଲେ । କାରଣ ସାଜିଥିଲା କରୋନା । ହେଲେ ଏବେ ସେହି ପ୍ରବାସୀଙ୍କ ପାଇଁ ସାମ୍ନାକୁ ଆସିଛି ଏକ ଘୃଣ୍ୟ ଘଟଣା । ଜଣେ ନାବାଳିକା ସହ ହୋଇଛି ଗଣଦୁଷ୍କର୍ମ । ଗଣଦୁଷ୍କର୍ମ ମାମଲାରେ ୩ଜଣ…

ଗିରଫ ଆଇଏସ୍ ଆତଙ୍କବାଦୀ ଅବ୍ୱୁ ୟୁସୁଫର ମହାଖୁଲାସା !

ନୂଆଦିଲ୍ଲୀ: ବହୁ ତନାଘନା ପରେ ଗିରଫ ହୋଇଥିଲା ଇସଲାମିକ୍ ଷ୍ଟେଟ୍ ଆତଙ୍କବାଦୀ ୟୁସୁଫ୍ । ତା ଟାର୍ଗେଟରେ ଥିଲା ଦିଲ୍ଲୀ ଓ ଉତ୍ତରପ୍ରଦେଶ । ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଶୁକ୍ରବାର ବିଳମ୍ବିତ ରାତ୍ରୀରେ ଏହି ଆତଙ୍କବାଦୀକୁ ଗିରଫ କରିଥିଲା । ଗିରଫ ହେବା ପରେ ଆତଙ୍କବାଦୀ ୟୁସୁଫ ମୁହଁରୁ…

ନକଲି ପୋଲିସ ମାଡାମ୍ କାଟୁଥିଲେ ଅସଲି ଚାଲାଣ !

ନୂଆଦିଲ୍ଲୀ: ସାଧାରଣ ଲୋକଙ୍କୁ ଭାରି ପଡିଛି କରୋନା କାଳ । କିଏ ପେଟ ପୋଷିବା ପାଇଁ ଚୋର ପାଲଟିଲାଣି, ତ କିଏ ଆତ୍ମହତ୍ୟା ପନ୍ଥାକୁ ଆପଣେଇବାକୁ ବାଧ୍ୟ ହେଉଛନ୍ତି । ହେଲେ ଦିଲ୍ଲୀର ଜଣେ ମହିଳା ନିଜକୁ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର କହି ଲୋକଙ୍କଠାରୁ ମୋଟା ଅଙ୍କର ଅର୍ଥ ଆଦାୟ କରି ଗିରଫ…