Latest Odisha News

BREAKING NEWS

Browsing Tag

art and culture

୧୧ ତମ ବାର୍ଷିକ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ ‘ସମର୍ପଣ’ର ଦ୍ୱିତୀୟ ସନ୍ଧ୍ୟାରେ…

ଭୁବନେଶ୍ୱର : ଓଡ଼଼ିଶା ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ, ଭୁବନେଶ୍ୱର ମ୍ୟୁଜିକ ସର୍କଲ ଦ୍ୱାରା ତିନିଦିନ ଧରି ଅନୁଷ୍ଠିତ ହେଉଥିବା ୧୧ ତମ ବାର୍ଷିକ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ ସମର୍ପଣର ଦ୍ୱିତୀୟ ଦିନରେ ଭୁବନେଶ୍ୱର ମ୍ୟୁଜିକ ସର୍କଲର ସଭାପତି ଅରବିନ୍ଦ ବେହେରା,…

ଏକାଦଶ ତମ ବାର୍ଷିକ ଭକ୍ତି ସଙ୍ଗୀତ ଓ ସୁଫିୟାନା ସଙ୍ଗୀତର କାର୍ଯ୍ୟକ୍ରମ ‘ସମର୍ପଣ’ ଉଦ୍‌ଘାଟିତ

ଭୁବନେଶ୍ୱର : ଓଡ଼ିଶା ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ମ୍ୟୁଜିକ ସର୍କଲ ଦ୍ୱାରା ତିନିଦିନ ଧରି ଅନୁଷ୍ଠିତ ହେବାକୁ ଥିବା ୧୧ ତମ ସୁଫିୟାନା ଓ ଆଧ୍ୟାତ୍ମିକ ସଙ୍ଗୀତ କାର୍ଯ୍ୟକ୍ରମ 'ସମର୍ପଣ' ଏକ ସ୍ଥାନୀୟ ରବିନ୍ଦ୍ର ମଣ୍ଡପ ପ୍ରେକ୍ଷାଳୟରେ ଉଦ୍‌ଘାଟିତ ହୋଇଯାଇଅଛି । ସଙ୍ଗୀତା…

ବୃନ୍ଦାବନ ମହୋତ୍ସବ ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସହଯୋଗରେ ବୃନ୍ଦାବନ ଗୁରୁକୁଳ ତରଫରୁ ପ୍ରମୁଖ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ କାର୍ଯ୍ୟକ୍ରମ ଅଷ୍ଟମ ବୃନ୍ଦାବନ ମହୋତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି।…

ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ୪୦ ତମ ରାଜ୍ୟ ଚାରୁକଳା ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ୪୦ ତମ ରାଜ୍ୟ ଚାରୁକଳା ପ୍ରଦର୍ଶନୀ ରାଜ୍ୟ ସଂଗ୍ରହାଳୟ ପରିସରରେ ଥିବା କଳିଙ୍ଗ ଆର୍ଟ ଗ୍ୟାଲେରୀରେ ଉଦଘାଟିତ ହୋଇଯାଇଛି।ଏହି ଅବସରରେ କଳାକୃତିଗୁଡିକର ଏକ ରଙ୍ଗୀନ କ୍ୟାଟଲଗ ଅତିଥିମାନଙ୍କ ଦ୍ଵାରା…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା ମୁଖ୍ୟ ଅତିଥି ଭାବରେ ୱାଲାର୍ ସ୍କିଲ ସେଣ୍ଟର୍‌ର ମୁଖ୍ୟ ନିର୍ବାହୀ ଅଧିକାରୀ ଅଳକା ମିଶ୍ର, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ…

ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦଯାପିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ…

ଏକକ, ଯୁଗଳ ଓ ଦଳଗତ ଓଡ଼ିଶୀ ନୃତ୍ୟରେ ଦର୍ଶକଙ୍କ ମନ ମୋହିଲେ ନୃତ୍ୟଶିଳ୍ପୀ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆନ୍ତର୍ଜାତିକ ଓଡ଼ିଶୀ ନୃତ୍ୟ ମହୋତ୍ସବର ଦ୍ଵିତୀୟ ଦିବସ ଅବସରରେ ଖ୍ୟାତନାମା ନୃତ୍ୟଶିଳ୍ପୀମାନଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ ପରିବେଷିତ ହୋଇଯାଇଛି । ଏହି…

ଗୁରୁ ଆତ୍ମନ ଫାଉଣ୍ଡେସନର ବାର୍ଷିକ କଳା ଓ ନୃତ୍ୟ ସମାରୋହ ଆୟୋଜିତ

ଭୁବନେଶ୍ୱର : ଗୁରୁ ଆତ୍ମନ ଫାଉଣ୍ଡେସନ ଆନୁକୂଲ୍ୟରେ ସ୍ଥାନୀୟ ଗୁରୁ କେଳୁ ଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରଠାରେ ବାର୍ଷିକ କଳା ଓ ନୃତ୍ୟ ସମାରୋହ ‘ଅଭ୍ୟୁଦୟ’ ଆୟୋଜିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଠ ଓଡ଼ିଶୀ ଗୁରୁ ବିଜୟ କୁମାର ଦାସ ଓ ରୋଜାଲିନ ମହାପାତ୍ରଙ୍କୁ ‘ଅଭ୍ୟୁଦୟ ସମ୍ମାନ…

ଅର୍ଥ ବିଭାଗ ସାଂସ୍କୃତିକ ସଂସଦର ୫୬ତମ ବାର୍ଷିକ ଉତ୍ସବ ଆୟୋଜିତ

ଭୁବନେଶ୍ୱର : ଅର୍ଥ ବିଭାଗ ସାଂସ୍କୃତିକ ସଂସଦର ୫୬ ତମ ବାର୍ଷିକ ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ସାଂସ୍କୃତିକ ସଙ୍ଗଠନର ସ୍ମରଣିକା 'କୋଟିଲ୍ୟ' ଉନ୍ମୋଚିତ ହୋଇଥିଲା। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆନୁଷ୍ଠାନିକ ଭାବରେ ଏହି ଉତ୍ସବକୁ…

ନାଟ୍ୟକାର ରମେଶ ପ୍ରସାଦ ପାଣିଗ୍ରାହୀ ପାଇଲେ ‘ଗୁରୁକୃପା ସମ୍ମାନ’

ଭୁବନେଶ୍ୱର : ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରମ ପକ୍ଷରୁ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ 'ଗୁରୁକୃପା ସମ୍ମାନ ପ୍ରଦାନ ଉତ୍ସବ ' ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନାଟ୍ୟକାର ରମେଶ ପ୍ରସାଦ ପାଣିଗ୍ରାହୀଙ୍କୁ 'ଗୁରୁକୃପା ସମ୍ମାନ - ୨୦୨୨' ଏବଂ ତବଲା…