କଳାର ପ୍ରଚାର ପ୍ରସାର ପାଇଁ ସୁଭଦ୍ରା ଆର୍ଟ ଗ୍ୟାଲେରୀର ଅଭିନବ ପ୍ରୟାସ
ନୂଆଦିଲ୍ଲୀ : ପୂର୍ବ ଭାରତର ଅଗ୍ରଣୀ ଚିତ୍ରକଳା ଅନୁଷ୍ଠାନ ସୁଭଦ୍ରା ଆର୍ଟ ଗ୍ୟାଲେରୀ, ଭୁବନେଶ୍ଵର ଆନୁକୂଲ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜନୈତିକ ଜୀବନ ଓ ଦର୍ଶନ ଉପରେ ଆଧାରିତ ତିନି ଦିନିଆ ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ମୋଦି @୨୦ ତାରିଖ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…