Latest Odisha News

BREAKING NEWS

Browsing Tag

Arun Bothra

ନବ ଦାସଙ୍କୁ ଗୁଳି କରିଥିବା ମାନିଲା ଗୋପାଳ ଦାସ: କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଗୋପାଳ ମାନିଲା ଗୁଳି କରିଛି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା କଥା ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସ ମାନିଛି । ଏକଥା ଗଣମାଧ୍ୟମକୁ କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ସୋମବାର ଅପରାହଣରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଗିରଫ…

ଇଭେଣ୍ଟ ମାନେଜ୍‌ମେଣ୍ଟ ଆସୋସିଏସନ୍ ଅଫ୍ ଓଡ଼ିଶାର ଶୁଭାରମ୍ଭ

ଭୁବନେଶ୍ୱର: ଇଭେଣ୍ଟଆଣ୍ଡ୍ ଏଣ୍ଟର୍‌ଟେନ୍‌ମେଣ୍ଟ ମାନେଜ୍‌ମେଣ୍ଟ୍ ଅଫ୍ ଇଣ୍ଡିଆର ସହଭାଗୀତାରେ ଇଭେଣ୍ଟ ମ୍ୟାନେଜ୍‌ମେଣ୍ଟ ଆସୋସିଏସନ୍ ଅଫ୍ ଓଡ଼ିଶା(ଇମାଓ)ର ଶୁଭାରମ୍ଭ ହୋଇଯାଇଛି । ଏହାର ମୂଳ ଲକ୍ଷ୍ୟ ଓଡିଶାରେ କିପରି ଇଭେଣ୍ଟ ମ୍ୟାନେଜ୍‌ମେଣ୍ଟ ସଂସ୍ଥାଗୁଡ଼ିକ କିପରି ବ୍ୟବସାୟିକ ଭିତ୍ତିରେ…

21Heroes2021: ତାଲିକାରେ ଆଇପିଏସ୍ ଅରୁଣ ବୋଥ୍ରା

ଭୁବନେଶ୍ୱର: ଆଇପିଏସ ଅରୁଣ ବୋଥ୍ରାଙ୍କୁ ସମ୍ମାନ । ଟ୍ରାନ୍ସଫରମେଟିଭ୍ ଅର୍ବାନ୍ ମୋବିଲିଟି ଇନିସିଏଟିଭ୍ ପକ୍ଷରୁ ପ୍ରକାଶିତ ୨୦୨୧ର ୨୧ ଜଣ ହିରୋଙ୍କ ଭିତରେ ସେ ସ୍ଥାନ ପାଇଛନ୍ତି । ଏହି ତାଲିକାରେ ଭାରତରୁ ସ୍ଥାନ ପାଇଥିବା ଦୁଇ ଜଣଙ୍କ ଭିତରେ ଅଛନ୍ତି ଓଏସଆରଟିସି ଅଧ୍ୟକ୍ଷ ତଥା କ୍ୟାପିଟାଲ୍…

ନୟାଗଡ ଯଦୁପୁରରେ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା

ନୟାଗଡ଼: ପରୀ ହତ୍ୟା ମାମଲାରେ ଅଭିଯୁକ୍ତକୁ ଗିରଫ ପରେ ରିମାଣ୍ଡରେ ନେଇ ଜେରା କରୁଛି ଏସଆଇଟି । ଅଧିକ ତଥ୍ୟ ହାସଲ କରୁଛି । ଏପଟେ ସାଇଣ୍ଟିଫିକ୍ ତଥ୍ୟ ପ୍ରମାଣ ଯୋଗାଡ଼ ଚାଲିଛି । ଆଜି ଯଦୁପୁର ଗାଁରେ ପହଞ୍ଚି ଖୋଳତାଡ କରୁଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । ପୋଖରୀ ନିକଟରେ ଓଡ୍ରାଫ ଓ…

ପରୀ ହତ୍ୟା ମାମଲା, ଯଦୁପୁର ଗାଁରୁ ୩ ଜଣଙ୍କୁ ଉଠାଇ ନେଲା ଏସଆଇଟି

ନୟାଗଡ଼: ପରୀ ହତ୍ୟା ମାମଲାରେ ୩ ଜଣଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ ଏସଆଇଟି । ନୟାଗଡ଼ ଜିଲ୍ଲା ଯଦୁପୁର ଗାଁରୁ ସରୋଜ ସେଠୀ, ତାଙ୍କ ମା’ ଓ ଭଉଣୀଙ୍କୁ ଏସଆଇଟି ଟିମ ଉଠାଇ ନେଇଥିବା ସୂଚନା ମିଳିଛି । ତିନି ଜଣଙ୍କୁ ନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିବା…

ନୟାଗଡ଼ ‘ପରୀ’ ହତ୍ୟା ମାମଲା: ଅଭିଯୁକ୍ତ ବାବୁଲି ନାୟକଙ୍କୁ SITର ମାରାଥନ୍ ଜେରା

ନୟାଗଡ଼: ପରୀ ହତ୍ୟା ମାମଲାରେ ତଦନ୍ତକୁ ଜୋରଦାର କରିଛି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ । ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ତଦନ୍ତକାରୀ ଟିମ୍ ଘଟଣାର ବିଭିନ୍ନ ଦିଗ ଉପରେ ତନାଘନା ତଦନ୍ତ ଚଳାଇଛନ୍ତି । ଗତକାଲି ପରୀ ମୃତ୍ୟୁର ଅଭିଯୁକ୍ତ କୁହାଯାଉଥିବା ବାବୁଲି ନାୟକଙ୍କ ଘରେ ରେଡ୍…

ଏଣିକି ୮ଟି ରୁଟ୍‌ରେ ପ୍ରତିଦିନ ଚାଲିବ ‘ମୋ ବସ୍‌’

ଭୁବନେଶ୍ୱର: ଏଣିକି ସପ୍ତାହର ୭ ଦିନ ଚାଲିବ ‘ମୋ ବସ୍‌’ । ଅଧିକ ଡିମାଣ୍ଡ ଥିବା ଯୋଗୁଁ ଏବେ ୮ଟି ରୁଟ୍‌ରେ ‘ମୋ ବସ୍‌’ ଚାଲିବ । ରୁଟ୍ ନମ୍ବର ୧୧, ୧୬, ୧୮, ୨୦, ୨୩, ୨୪, ୨୫ ଓ ୩୩ରେ ‘ମୋ ବସ୍‌’ ଗଡିବ । ଏନେଇ କ୍ରୁଟ୍ ତଥା ଓଏସ୍‌ଆର୍‌ଟିସି ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା ସୂଚନା…

ସହାୟତା କଲେ ସୋନୁ ସୁଦ, ସ୍ୱତନ୍ତ୍ର ବିମାନରେ ଓଡ଼ିଶା ଫେରିବେ କେରଳରେ ଫସିଥିବା ୧୭୦ ଓଡ଼ିଆ ଝିଅ

ଭୁବନେଶ୍ୱର: କାଲି ଓଡ଼ିଶା ଫେରିବେ କେରଳରେ ଫସିଥିବା ୧୭୦ ଓଡ଼ିଆ ଝିଅ । ସ୍ୱତନ୍ତ୍ର ବମାନ ଯୋଗେ ସୋମନେ ଫେରିବେ । ଏଥିପାଇଁ ସହାୟତାର ହାତ ବଢ଼ାଇଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ । ସେ ପ୍ରବାସୀଙ୍କ ପାଇଁ ଏବେ ରିଲ ଲାଇଫ ହିରୋରୁ ରିଅଲ ଲାଇଫ୍ ହିରୋ ପାଲଟିଛନ୍ତି । ସୋନୁ ଏବେ ପ୍ରବାସୀ…

ଲକ୍‌ଡାଉନ ହିରୋ: ମୁମ୍ବାଇର ଅଟିଷ୍ଟିକ୍ ଶିଶୁ ପାଇଁଁ ଜରୁରୀ ଓଟ କ୍ଷୀର ରାଜସ୍ଥାନରୁ ପହଞ୍ଚିଲା

ଭୁବନେଶ୍ୱର: ଲକ୍‌ଡାଉନ ସମୟରେ ଗାଡି ମଟର ଚଳାଚଳ ଉପରେ କଟକଣା ଲାଗିଛି । ଦୋକାନମାନଙ୍କରେ ଗ୍ରୋସରି ଭଳି ଅତ୍ୟାବଶ୍ୟକ ସାମଗ୍ରୀ ତ ମିଳୁଛି କିନ୍ତୁ ମୁମ୍ବାଇର ଭାବା ଆଟୋମିକ ରିସର୍ଚ୍ଚ ସେଣ୍ଟର କ୍ୟାମ୍ପସରେ ରହୁଥିବା ଜଣେ ମାଆକୁ ଖାଦ୍ୟ ଆଲର୍ଜି ରହିଥିବା ତାଙ୍କ ସାଢେ ତିନି ବର୍ଷର ଅଟିଷ୍ଟିକ୍…

ଯାତ୍ରୀଙ୍କୁ ଘାରୁଛି ଟ୍ରାଫିକ୍ ଫାଇନ୍,‘ମୋ ବସ’ରେ ଜମୁଛି ଭିଡ

ଭୁବନେଶ୍ୱର: ସେପ୍ଟେମ୍ବର ୧ରୁ ରାଜ୍ୟରେ କଡାକଡି ଭାବେ ଲାଗୁ ହୋଇଥିବା ଟ୍ରାଫିକ୍ ନିୟମ୍ ଯୋଗୁଁ ଟ୍ୱିନସିଟିର ବାସିନ୍ଦା ଏବେ ପବ୍ଲିକ୍ ଟ୍ରାନ୍ସପୋର୍ଟ ତଥା ମୋ ବସ ଉପରେ ଅଧିକ ନିର୍ଭର କରୁଥିବା ନେଇ ଏକ ରିପୋର୍ଟରୁ ଜଣାପଡିଛି । ଯାହାର ପରିଣାମ ସ୍ୱରୂପ ଶୁକ୍ରବାର ଦିନ ମୋ ବସରେ ଅଧିକ ସଂଖ୍ୟକ…