Latest Odisha News

BREAKING NEWS

Browsing Tag

Arun Jaitley

ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲିଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ, ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି କଥା

ଭୁବନେଶ୍ୱର: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଅରୁଣ ଜେଟଲିଙ୍କର ଆଜି ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ । ମୋଦି ସରକାରଙ୍କ ପ୍ରଥମ ପାଳିରେ ଅର୍ଥ ଓ ପ୍ରତିରକ୍ଷା ବିଭାଗ ଦାୟିତ୍ୱ ତୁଲାଇଥିବା ସ୍ବର୍ଗତ ଜେଟଲି ୨୦୧୯ ମସିହା ଆଜିର ଦିନରେ ଶେଷ ନିଶ୍ୱାସ ତ୍ୟାଗ…

ଅରୁଣ ଜେଟଲୀଙ୍କ ନାମରେ ନାମିତ ହେବ ‘ଫିରୋଜ ଶାହ କୋଟଲା’ ଷ୍ଟାଡିୟମ୍

ନୂଆଦିଲ୍ଲୀ: 'ଫିରୋଜ ଶାହ କୋଟଲା' ଷ୍ଟାଡିୟମ୍ ଏବେ ଭାରତର ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ନାମରେ ନାମିତ ହେବ । ଏନେଇ ମଙ୍ଗଳବାର ଦିନ ଦିଲ୍ଲୀ ଓ ଜିଲ୍ଲା କ୍ରିକେଟ୍ ସଂଘ (ଡିଡିସିଏ) ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ଏକ ବିଶାଳ…

ରାଷ୍ଟ୍ରୀୟ ସମ୍ମାନର ସହ ଅରୁଣ ଜେଟଲୀଙ୍କ ଅନ୍ତିମ ସଂସ୍କାର ସଂପନ୍ନ

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ପାର୍ଥିବ ଶରୀରର ଅନ୍ତିମ ସଂସ୍କାର ରବିବାର ଦିନ ସଂପନ୍ନ ହୋଇଛି । ନୂଆଦିଲ୍ଲୀର ନିଗମବୋଧ ଘାଟଠାରେ ବହୁ ବିଜେପି ନେତା ତଥା ବରିଷ୍ଠ ରାଜନେତାଙ୍କ ଉପସ୍ଥିତିରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ…

କାହିଁକି ଓକିଲାତି ଛାଡିଥିଲେ ଜେଟଲୀ, ପଢନ୍ତୁ ତାଙ୍କ ସହ ଜଡିତ ୧୦ଟି କଥା

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶେଷକୃତ୍ୟ ଆଜି ଦ୍ୱିପ୍ରହର ସମୟରେ ନିଗମବୋଧ ଶ୍ମଶାନରେ ସଂପନ୍ନ କରାଯିବ । ବହୁତ୍ କମ୍ ବ୍ୟକ୍ତି ଜାଣିଥିବେ ଯେ, ଏହି ପୂର୍ବତନ ଅର୍ଥମନ୍ତ୍ରୀ ତଥା ରାଜନୈତିଜ୍ଞ ଜଣକ ସୁପ୍ରିମକୋର୍ଟର ଜଣେ ବରିଷ୍ଠ ଆଇନଜୀବୀ ଭାବେ ମଧ୍ୟ କାର୍ଯ୍ୟରତ…

ପଞ୍ଚତତ୍ତ୍ୱରେ ବିଲିନ ହେବ ଜେଟଲୀଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶେଷକୃତ୍ୟ ଆଜି ଅପରାହ୍ନ ପ୍ରାୟ ୨ଟାରେ ନିଗମବୋଧ ଶ୍ମଶାନରେ ସଂପନ୍ନ କରାଯିବ । ଆଜି ସକାଳେ ତାଙ୍କର ପାର୍ଥିବ ଶରୀରକୁ ତାଙ୍କ ବାସଭବନରୁ ବିଜେପି କାର୍ଯ୍ୟାଳୟକୁ ଏକ ଶୋଭାଯାତ୍ରାରେ ଅଣାଯାଇଛି । ସେଠାରେ ଅପରାହ୍ନ ୧ଟା ଯାଏଁ ଜେଟଲୀଙ୍କ…

ଅରୁଣ ଜେଟଲୀଙ୍କ ବାସଭବନରେ ନବୀନଙ୍କ ଅନ୍ତିମ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ତାଙ୍କ ବାସଭବନରେ ଶେଷ ଦର୍ଶନ କରି ଅନ୍ତିମ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ତାଙ୍କ ସହିତ ବିଜେଡ଼ି ସାଂସଦ ପିନାକୀ ମିଶ୍ର ରହିଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସେଠାରେ…

ଲାଇଫ୍ ସପୋର୍ଟରେ ଅରୁଣ ଜେଟଲି, ଏମ୍ସରେ ନେତାଙ୍କ ଭିଡ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଅଖିଳ ଭାରତୀୟ ଆୟୁବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଚିକିତ୍ସାଧିନ ରହିଥିବାବେଳେ ତାଙ୍କୁ ଏବେ ଲାଇଫ୍ ସପୋର୍ଟରେ ରଖାଯାଇଥିବା ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଜେଟଲୀଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଏମ୍ସ ପକ୍ଷରୁ ଗତ ୧୦…

ଅରୁଣ ଜେଟଲିଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଏମ୍ସରେ ଭେଟିଲେ ଶାହ-ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଅଖିଳ ଭାରତୀୟ ଆୟୁବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଚିକିତ୍ସାଧିନ ରହିଥିବାବେଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି । ଜେଟଲୀଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ…