Latest Odisha News

BREAKING NEWS

Browsing Tag

arun sahoo

ବରକନ୍ୟା ଝରଣା ବୁଲିଲେ ବିଜେଡି ନେତା, ପର୍ଯ୍ୟଟନସ୍ଥଳୀ ମାନ୍ୟତା ପ୍ରତିଶୃତି ଦେଲେ ପ୍ରଣବ

ନୟାଗଡ଼ : ନୟାଗଡ଼ ଜିଲ୍ଲାରେ ଜଙ୍ଗଲ ଓ ପାହାଡ଼ ଘେର ଭିତରେ ରହିଛି ବରକନ୍ୟା ଝରଣା । ସ୍ଥାନୀୟ ବିଧାୟକ ଅରୁଣ ସାହୁଙ୍କୁ ଆମନ୍ତ୍ରଣ ରକ୍ଷା କରି ଜିଲ୍ଲାର ଓଡ଼ଗାଁ ବ୍ଲକ ବାଣ୍ଠପୁର ପଞ୍ଚାୟତ ସରହଦ ରିଜର୍ଭ ଫରେଷ୍ଟରେ ଗୁରୁବାର ସକାଳୁ ସକାଳୁ ପହଞ୍ଚିଥିଲେ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ…

ଚାଷ ଓ ଚାଷୀଙ୍କ ପାଇଁ ଚିନ୍ତା ପ୍ରକାଶ କଲେ ଅରୁଣ, କହିଲେ; ପେଟକୁ ଭାତ ଓ ମୁଣ୍ଡକୁ ଛାତ ଦେବାରେ କେନ୍ଦ୍ର ବିଫଳ

ଭୁବନେଶ୍ୱର : ବିଧାନସଭା ପରିସରରେ ଆଜି (ବୁଧବାର) ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାବେଳେ 'ଆଶୁ କବି' ଅନ୍ଦାଜରେ ନଜର ଆସିଥିଲେ ବିଜେଡି ବିଧାୟକ ଅରୁଣ ସାହୁ l ଏକାଧିକ ବାର ପଦକୁ ପଦ ଛନ୍ଦି କହିଥିଲେ " ଚାଷ, ବାସ, କେନ୍ଦ୍ର ସରକାର କଲା ସର୍ବନାଶ" l ଏଥିସହ କେନ୍ଦ୍ର ସରକାରଙ୍କୁ ଆକ୍ଷେପ କରି…

ଅଭିମାନ କଲେ ଅରୁଣ, କହିଲେ ଚାଷୀ ଓ ଚାଉଳ କଥା କହିବାକୁ ଗୃହରେ ସୁଯୋଗ ମିଳୁନି

ଭୁବନେଶ୍ୱର : ପୁଣିଥିରେ ଫେରିଛି ଚାଉଳ ରାଜିନୀତି ! ବିଧାନସଭାର ଶୂନ୍ୟକାଳରେ ମଙ୍ଗଳବାର କେନ୍ଦ୍ର ଚାଉଳ କାଟିବା ପ୍ରସଙ୍ଗରେ ବ୍ୟାନର ଧରି ପ୍ରତିବାଦ କରିଥିଲେ ବିଜେଡି ବିଧାୟକ । ଏହାପରେ ଗଣମାଧ୍ୟମରେ ବଡ଼ ଅଭିମାନଭରା କଣ୍ଠରେ ବିଜେଡି ବିଧାୟକ ଅରୁଣ ସାହୁ ବିରୋଧୀଙ୍କୁ ସମାଲୋଚନା କରିଥିଲେ,…

ଫେବ୍ରୁଆରୀ ୧୦ରୁ ଖୋଲିବ ପିଜି ଓ +୩ର ପ୍ରଥମ ବର୍ଷ କ୍ଲାସ୍‌, ୮ରୁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର : ଫେବ୍ରୁଆରୀ ୧୦ରୁ ଖୋଲିବ ପିଜି ଓ +୩ର ପ୍ରଥମ ବର୍ଷ କ୍ଲାସ୍‌ । ୮ତାରିଖରୁ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ । ୟୁଜି କୋର୍ସର ତୃତୀୟ ସେମିଷ୍ଟର ଏବଂ ୪ବର୍ଷ ୟୁଜି କୋର୍ସର ପଞ୍ଚମ ସେମିଷ୍ଟର ପରୀକ୍ଷା ୧୯ ରୁ ୩୦ ଏପ୍ରିଲ ମଧ୍ୟରେ ହେବ। ସେହିପରି ୩୧ ମେ ରେ ପରୀକ୍ଷା ଫଳ ପ୍ରକାଶ…

ଜୁନ୍‌ ୩୦ ପରେ ୩୦% ଅଧ୍ୟାପକଙ୍କୁ ନେଇ କଲେଜ ଖୋଲିବାକୁ ଦାବି

ଭୁବନେଶ୍ୱର: ଆସନ୍ତା ୧୭ ତାରିଖରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ବର୍ତ୍ତମାନ ସ୍ଥିତିରେ କଲେଜ ନଖୋଲିବାକୁ ଦାବି କରିଛନ୍ତି ଅଧ୍ୟାପକ ସଂଘ । ଜୁନ୍ ୩୦ ତାରିଖ ଯାଏ କଲେଜ୍ ବନ୍ଦ ରଖିବାକୁ ସେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବି କରିଛନ୍ତି…

ଫସଲ ନଷ୍ଟ ନୁହେଁ ଚାଷୀ ଆତ୍ମହତ୍ୟାର କାରଣ : କୃଷିମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଚାଷୀ ଆତ୍ମହତ୍ୟାର କାରଣ ଫସଲ ନଷ୍ଟ ନୁହେଁ ବୋଲି ସୋମବାର ଦିନ ଓଡ଼ିଶା ସରକାର କହିଛନ୍ତି । ମିଳିଥିବା ସୂଚନା ଅନୁସାରେ ବିଧାନସଭାରେ ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ଏକ ପ୍ରଶ୍ନର ଉତ୍ତର ରଖି କୃଷିମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ ୨୦୧୬-୨୦୧୭ ରେ ୧୬…