ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ କରୋନା ପରୀକ୍ଷା
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଙ୍ଗଳବାର ଦିନ କରୋନା ପରୀକ୍ଷା କରିଛନ୍ତି । ପ୍ରାୟ ଦୁଇଦିନ ପୂର୍ବରୁ ସେ ଗଳାରେ କଷ୍ଟ ଅନୁଭବ କରୁଥିବା ବେଳେ ଜ୍ୱରରେ ମଧ୍ୟ ପୀଡ଼ିତ ଥିଲେ ।
ଅଧିକ ପଢନ୍ତୁ: ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମାଆ କରୋନା…