ଜାଗା ବିବାଦ ନେଇ ଆଶାକର୍ମୀଙ୍କୁ ମାଡ଼ ଅଭିଯୋଗ
ଢେଙ୍କାନାଳ: ଘର ଜାଗା ବିବାଦରୁ ନାରକୀୟକାଣ୍ଡ । ଜଣେ ମହିଳାଙ୍କୁ ମାଡ଼ ମାରିବା ସହ ଜବରଦସ୍ତ ଟେକିନେଇ ଗୋବର ଗଦାରେ ପୋତି ଦେଇଥିଲେ ବୋଲି ଅଭିଯୋଗ ହୋଇଛି । ଏହି ମହିଳା ଜଣଙ୍କ ଜଣେ ଆଶା କର୍ମୀ ହୋଇଥିବା ବେଳେ ସେ ଠାକୁର ପାଳ ଗ୍ରାମର ମେନକା ସ୍ୱାଇଁ । ଆହତ ମେନକା ଏବେ ଢେଙ୍କାନାଳ ମୁଖ୍ୟ…