କରୋନାରେ ଆଖି ବୁଜିଲେ ସିପିଏମ୍ ନେତା ସୀତାରାମ ୟେଚୁରୀଙ୍କ ବଡ଼ ପୁଅ
ନୂଆଦିଲ୍ଲୀ: ଘାତକ ହେଉଛି କରୋନା । ମହାମାରୀ ନେଇଛି ସିପିଆଇଏମ୍ ନେତା ସୀତାରାମ ୟେଚୁରୀଙ୍କ ବଡ଼ ପୁଅଙ୍କ ଜୀବନ । ଆଜି ସକାଳୁ ତାଙ୍କ ପୁଅ ଆଶିଷ ୟେଚୁରୀ କରୋନା ସଂକ୍ରମିତ ହୋଇ ଆଖି ବୁଜିଛନ୍ତି । ଏନେଇ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ସୀତାରାମ ୟେଚୁରୀ । ମୃତ୍ୟୁ ବେଳକୁ ଆଶିଷଙ୍କୁ…