Latest Odisha News

BREAKING NEWS

Browsing Tag

Ashok Chandra Panda

ସେପ୍ଟେମ୍ବରରେ ମିଳିବ ୪ ମାସର ଭତ୍ତା

ଭୁବନେଶ୍ୱର: ହିାଧିକାରୀଙ୍କ ପାଇଁ ଖୁସି ଖବର । ଏକା ଥରକେ ୪ ମାସର ମଧୁବାବୁ ପେନ୍‌ସନ୍ ଟଙ୍କା ପାଇବେ ହିତାଧିକାରୀ । ଏନେଇ ଆଜି ସରକାର ନିଷ୍ପତ୍ତି ନେଇଛନ୍ତି । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳିନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଭତ୍ତା ଏକକାଳୀନ…

ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଆକ୍ସନ ପ୍ଲାନ

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ଆକ୍ସନ ପ୍ଲାନ କରାଯିବ । ଏହି ପ୍ଲାନରେ ମୋବାଇଲ ଭ୍ୟାନ ଯୋଗେ ବରିଷ୍ଠ ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ଦିଆଯିବ । ଏହାସହ ଅନ୍ୟ ୫ ପ୍ରକାରରେ ସେବା ଯୋଗାଇବା ପାଇଁ ଯୋଜନା ରଖାଯାଇଛି । ଏଥିପାଇଁ ୯କୋଟିରୁ ଉଦ୍ଧ୍ୱର୍ ଟଙ୍କାର…

ଭିକାରୀଙ୍କ ପାଇଁ ଖୋଲାଯିବ ୨ଟି ବ୍ୟାବସାୟିକ ପ୍ରଶିକ୍ଷଣ କେନ୍ଦ୍ର: ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଅଛନ୍ତି ୫,୯୫୦ ଭିକାରୀ । ସେଥିମଧ୍ୟରୁ କେବଳ କଟକରେ ସର୍ବାଧିକ ୧୦୬୦ ଜଣ ଭିକାରୀ ଥିବା ଚିହ୍ନଟ କରାଯାଇଛି ।  ସେହିପରି ଗଂଜାମରେ ୫୪୫ ଜଣ ଓ ପୁରୀରେ ୩୬୫ ଜଣ ଭିକାରୀ ଥିବା ସରକାରୀ ତାଲିକାରେ ପ୍ରକାଶ ପାଇଛି । ସରକାର ଭିକାରୀଙ୍କ ପୁନର୍ବାସ ଓ ବ୍ୟାବସାୟିକ ପ୍ରଶିକ୍ଷଣ…

ଛାଡପତ୍ର ମାମଲା ଚାଲୁଥିବା ବେଳେ ମହିଳାଙ୍କୁ ମିଳିବ ପେନସନ୍: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଛାଡପତ୍ର ମାମଲା ଚାଲୁଥିବା ବେଳେ ସମ୍ପୃକ୍ତ ମହିଳାଙ୍କୁ ପେନସନ୍ ପ୍ରଦାନ କରାଯିବା ନେଇ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି । ଏସମ୍ପର୍କରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା । ବାର୍ଷିକ ୪୦ ହଜାରରୁ…