Latest Odisha News

BREAKING NEWS

Browsing Tag

ashok gehlot

ଆଜିଠୁ ରାଜସ୍ଥାନ ବିଧାନସଭା ଅଧିବେଶନ, ବିଜେପି ଆଣିବ ଅନାସ୍ଥା ପ୍ରସ୍ତାବ

ଜୟପୁର: ଆଜିଠୁ ରାଜସ୍ଥାନରେ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ । ତାପୂର୍ବରୁ ଘର ସଜାଡିକ ସାରିଛି କଂଗ୍ରେସ । ଏକ ହୋଇଛନ୍ତି ସଚିନ୍ ପାଇଲଟ୍ ଓ ଅଶୋକ ଗେହଲଟ କ୍ୟାମ୍ପ । ଆଜି କଂଗ୍ରେସ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ବିଜେପି । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ବିଧାନସଭାରେ ଆସ୍ଥା…

ମାସେ ପରେ ଗେହଲଟ-ପାଇଲଟ କୋଳାକୋଳି

ଜୟପୁର: ପୁଣି କଂଗ୍ରେସ ଫ୍ଲାଇଟକୁ ଫେରିଲେ ପାଇଲଟ । ଗେହଲଟଙ୍କ ବିମାନରେ ବସିଲେ ସଚିନ । ଗେଟିଏ ମାସର ଟଣାଓଟରା ପରେ ଦଳକୁ ଫେରିଲେ ପ୍ରଦଶେ କଂଗ୍ରେସ କମିଟିର ରାଜ୍ୟ ସଭାପତି ରହିଥିବା ସଚିନ ପାଇଲଟ । ବାଦ ବିବାଦ, ମାତାନ୍ତର ଓ ଆରୋପ ପ୍ରତ୍ୟାରୋପ ଭୁଲି ହୋଇଛି ପାଇଲଟ ଓ ଗେହଲଟଙ୍କ ଭେଟ୍‌ଘାଟ…

କାଲି ନରମିଲେ, ଆଜି ଛାଡିଲେ ତେରଛା ବାଣ

ଜୟପୁର: ରାଜସ୍ଥାନରେ ସୃଷ୍ଟି ହୋଇଥିବା ରାଜନୈତିକ ସଂକଟରେ ପଡିବାକୁ ଯାଉଛି ପୂର୍ଣ୍ଣଛେଦ । ହାଇକମାଣ୍ଡଙ୍କ ହସ୍ତକ୍ଷେପ ପରେ ରାଜ୍ୟରେ ଚାଲିଥିବା କ୍ଷମତା ଯୁଦ୍ଧାର ଶେଷ ହୋଇଛି । ଶେଷରେ ନରମିଛନ୍ତି ପାଇଳଟ । ପାଇଲଟଙ୍କ ଫ୍ଲାଇଟ ନେଇଛି ୟୁ-ଟର୍ଣ୍ଣ । କଂଗ୍ରେସକୁ ସଚ୍ଚିନ ପାଇଲଟ ଫେରିବାର…

ମୁଣ୍ଡ ପୂରାଇଲେ ରାହୁଲ-ପ୍ରିୟଙ୍କା, ମାନିଲେ ସଚିନ୍ ପାଇଟଲ୍

ନୂଆଦିଲ୍ଲୀ: ରାଜସ୍ଥାନ ରାଜନୈତିକ ସଂକଟରେ ପଡ଼ିବ ଯବନିକା । ମାନିଗଲେ ସଚିନ ପାଇଲଟ୍ । ପୁରୁଣା ମାନ ଅଭିମାନ ଛାଡ଼ି କଂଗ୍ରେସ ହିତ ପାଇଁ କାମ କରିବାକୁ ସେ ପ୍ରତିଶ୍ରୁତିବଦ୍ଧ । ରାଜସ୍ଥାନରେ କଂଗ୍ରେସ ସରକାରର ସ୍ୱାର୍ଥ ଦିଗରେ କାମ କରିବେ । ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ…

ରାଜସ୍ଥାନ ରାଜ୍ୟପାଳଙ୍କୁ ଅଧିବେଶନ ପାଇଁ ଗେହଲଟଙ୍କ ସାନି ପ୍ରସ୍ତାବ

ଜୟପୁର: ଜାରି ରହିଛି ରାଜସ୍ଥାନୀ ରାଜନୀତି ସଙ୍କଟ । ଏହାରି ଭିତରେ ମୁଖ୍ୟମନ୍ତ୍ରୀ ଗେହଲଟ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ସାନି ପ୍ରସ୍ତାବ ପଠାଇଛନ୍ତି । ୩୧ ଜୁଲାଇରୁ ବିଧାନସଭା ଅଧିବେଶନ ଡାକିବାକୁ ସେ ଏହି ପ୍ରସ୍ତାବରେ ଉଲ୍ଲେଖ କରିଛନ୍ତି । କରୋନା ସହ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା…

ରାଜସ୍ଥାନ କ୍ଷମତା ଲଢ଼େଇରେ ଆଜି ଚୁଡ଼ାନ୍ତ ରାୟ ଶୁଣାଇବେ ହାଇକୋର୍ଟ

ଜୟପୁର: ରାଜସ୍ଥାନରେ କାହାର ହେବ ଜିତାପଟ ? ପାଇଲଟ୍ ନା ଗେହଲଟ୍ କ୍ୟାମ୍ପ । କ୍ଷମତା ଲଢ଼େଇରେ ଆଜି ଚୁଡାନ୍ତ ରାୟ ଶୁଣାଇବେ ରାଜସ୍ଥାନ ହାଇକୋର୍ଟ । ସଚିନ ପାଇଲଟଙ୍କ ସମେତ କଂଗ୍ରେସର ୧୯ ବିଦ୍ରୋହୀ ବିଧାୟକଙ୍କ ଆବେଦନ ଉପରେ ରାୟ ଆସିବ । ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଇନ୍ଦ୍ରଜିତ୍…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅଶୋକ ଗେହଲଟ୍

ଜୟପୁର: ରାଜସ୍ଥାନରେ ରାଜନୀତିକୁ ନେଇ ଛକାପଞ୍ଝା ଲାଗି ରହିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ସେ ଚିଠିରେ ଉଲ୍ଲେଖ କରିଛନ୍ତି ରାଜ୍ୟରେ ନିର୍ବାଚିତ ସରକାରକୁ ଭାଙ୍ଗିବା ପାଇଁ ଉଦ୍ୟମ କରାଯାଉଛି । ଗେହଲଟ୍ କହିଛନ୍ତି, କୋଭିଡ୍…

ରାଜସ୍ଥାନ ହାଇଡ୍ରାମାରେ କେବେ ଯବନିକା, ଆଜି ପୁଣି ମାନସମନ୍ଥନ

ରାଜସ୍ଥାନ ରାଜନୀତିରେ ସଙ୍କଟ ଟଳିଛି । କିନ୍ତୁ ଯବନିକା ପଡିନି । ନାରାଜ ସଚିନ ପାଇଲଟଙ୍କୁ ମନାଇବାରେ ଏଯାଏ ସଫଳ ହୋଇ ନାହାନ୍ତି କଂଗ୍ରେସର ସଙ୍କଟ ମୋଚକ । ସରକାର ବଞ୍ଚାଇବାକୁ ପ୍ରାଣମୂର୍ଚ୍ଛା ଉଦ୍ୟମ ଚାଲିଛି । ଆଜି ସକାଳେ ପୁଣି ବସିବ କଂଗ୍ରେସ ବିଧାୟକ ଦଳ ବୈଠକ । ଏଥିରେ ଯୋଗ ଦେବାକୁ…

ରାଜସ୍ଥାନ ସଂକଟ: ଆଜି କଂଗ୍ରେସ ବିଧାୟକଙ୍କ ବୈଠକ

ରାଜସ୍ଥାନରେ ଗେହଲଟ-ପାଇଲଟ୍ କଳି ଚରମ ସୀମାରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ନେତୃତ୍ୱରେ କାମ କରିବାକୁ ରାଜି ନୁହନ୍ତି ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍ । ପାଇଲଟଙ୍କ ବିଦ୍ରୋହ ରାଜସ୍ଥାନରେ କଂଗ୍ରେସ ସରକାର ପାଇଁ ସଂକଟ ଘନେଇଛି । ଆଜିର ଦିନ ଗେହଲଟ୍ ସରକାର ପାଇଁ…

ମଧ୍ୟପ୍ରଦେଶ ପରେ ରାଜସ୍ଥାନରେ ରାଜନୈତିକ ସଙ୍କଟ

ଜୟପୁର: ମଧ୍ୟପ୍ରଦେଶ ପରେ ରାଜସ୍ଥାନ ରାଜନୀତି ଏବେ ଟଳମଳ । ରାଜସ୍ଥାନରେ କଂଗ୍ରେସର ଦୁଇ ବରିଷ୍ଠ ନେତାଙ୍କ ମଧ୍ୟରେ ସୃଷ୍ଟି ହୋଇଛି ବିବାଦ । ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଉପମୁଖ୍ୟମନ୍ତ୍ରୀ ସଚିନ୍ ପାଇଲଟଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଛି । ଉଭୟଙ୍କ ଝଗଡା ଏବେ ଦିଲ୍ଲୀରେ…