Latest Odisha News

BREAKING NEWS

Browsing Tag

Ashok Panda

‘ଅଶୋକ ପଣ୍ଡାଙ୍କର କାର୍ଯ୍ୟଶୈଳୀ ଓ ଭାଇଚାରା ସାମ୍ବାଦିକମାନଙ୍କ ପାଇଁ ଅନୁକରଣୀୟ ହୋଇ ରହିବ’

ଭୁବନେଶ୍ୱର: ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କର ଦକ୍ଷତା କାର୍ଯ୍ୟ କରିବାର ଶୈଳୀ ଓ ତାଙ୍କର ଭାଇଚାରା ସାମ୍ବାଦିକ ମାନଙ୍କ ପାଇଁ ଅନୁକରଣନୀୟ ହୋଇ ରହିବ ବୋଲି ବିଶିଷ୍ଟ ବ୍ୟକ୍ତି ମାନେ କହିଛନ୍ତି । ସ୍ୱର୍ଗତ ପଣ୍ଡାଙ୍କର ଏକଦଶାହ ଅବସରରେ ସମୟ ପକ୍ଷରୁ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇ…

ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ

ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ଘଟିଛି । ଆଜି ସକାଳେ ମହାପ୍ରଭୁଙ୍କ ରଥଯାତ୍ରା ଖବର ସଂଗ୍ରହ ପାଇଁ ଯାଉଥିବା ବେଳେ  ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ ହୋଇଛି । ଏନେଇ ସାମ୍ବାଦିକ ଜଗତରେ ଶୋକପ୍ରକାଶ ପାଇଛି । ମୁଖ୍ୟମନ୍ତ୍ରୀ ବି ଗଭୀର…

ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବିରେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ବିଜେପି କର୍ମୀଙ୍କ ବିରୋଧ

ଭୁୁବନେଶ୍ୱର : ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ବିରୋଧ । ମମିତା ମେହେର ହତ୍ୟା କାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଏକାମ୍ର ମହାବିଦ୍ୟାଳୟ ସାମ୍ନାରେ ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଜେପି କର୍ମୀମାନେ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ କଳା ପତାକା…

ଏକାମ୍ର କ୍ଷେତ୍ର ବାଇ ଲ’ ବିବାଦ: ପୁଣି ଅଶୋକ ପଣ୍ଡା-ଅପରାଜିତା ଷଡ଼ଙ୍ଗୀ ବାକଯୁଦ୍ଧ

ଭୁବନେଶ୍ୱର: ଏକାମ୍ରକ୍ଷେତ୍ର ବାଇ-ଲ’ ପ୍ରସଙ୍ଗକୁ ନେଇ ଥମୁନି ରାଜନୈତିକ ବୟାନବାଜି । ପୁଣି ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଟାର୍ଗେଟ କରିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା । ସେ ୪ଟି ପ୍ରଶ୍ନ ପଚାରିଛନ୍ତି । ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି, ସଂସଦରେ ନିଜ ଅଞ୍ଚଳ ସମସ୍ୟା କାହିଁକି ଉଠାଇଲେନି…