ସ୍ୱାମୀଙ୍କ ବଡ ବୟାନ, ଘାନିଙ୍କୁ ଭାରତ ଶରଣ ଦେବାର ଥିଲା !
ନୂଆଦିଲ୍ଲୀ: ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ ତାଲିବାନ ଘଟଣାରେ ଭାରତର ପଦକ୍ଷେପ ନେଇ ମୁହଁ ଖୋଲିଛନ୍ତି । ତାଲିବାନ ଆଫଗାନିସ୍ତାନକୁ କବଜା କରିବା ପୂର୍ବରୁ ଭାରତ ରାଷ୍ଟ୍ରପତି ଅଶ୍ରଫ ଘନିଙ୍କୁ ନିମନ୍ତ୍ରଣ ଦେଇ ଶରଣ ଦେଇଥିଲେ ବୁଦ୍ଧିମାନର କାମ ହୋଇଥାନ୍ତା ।
ଆଗାମୀ ଦିନରେ ପିଓକେରେ…