Latest Odisha News

BREAKING NEWS

Browsing Tag

Ashrit Patnaik

ପିପିଲି ଉପନିର୍ବାଚନ: ଭୋଟ୍ ଦେଲେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ

ପୁରୀ: ପିପିଲି ଉପନିର୍ବାଚନ ପାଇଁ ଚାଲିଛି ଭୋଟ୍ ଗ୍ରହଣ । ନିଜ ଭୋଟ୍ ଦେଇଛନ୍ତି ପିପିଲି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ । ୨୩୪ ନମ୍ବର ବୁଥର କମାକନ୍ତିଆ ସରକାରୀ ଉଚ୍ଚବିଦ୍ୟାଳୟର ସେ ଭୋଟ୍ ଦେଇଛନ୍ତି । ସମର୍ଥକଙ୍କ ସହ ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ ଆଶ୍ରିତ ପଟ୍ଟନାୟକ । କୋଭିଡ୍…

ପିପିଲି: ବିଜେପି ନେତାଙ୍କ ଘର ଉପରକୁ ବୋମାମାଡ଼ ଅଭିଯୋଗ

ପିପିଲି : ପିପିଲିରେ ବିଜେପି ନେତା ଆଶ୍ରିତ ପଟ୍ଟନାୟକଙ୍କ ଘର ଉପରକୁ ଶୁକ୍ରବାର ରାତିରେ କେହି ଦୁବୃର୍ତ୍ତ ବୋମାମାଡ଼ କରିବା ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି । ମିଳିଥିବା ସୂଚନାନୁଯାୟୀ ବଳଙ୍ଗା ଥାନା ଅନ୍ତର୍ଗତ କମାକନ୍ତିଆରେ ଥିବା ଆଶ୍ରିତଙ୍କ ଘର ଉପରକୁ ଗତକାଲି ବିଳମ୍ବିତ ରାତିରେ…