ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜମା ଥେରାପୀ
କଟକ: ରାଜ୍ୟରେ ଆରମ୍ଭ ହୋଇଛି ପ୍ଲାଜମା ଥେରାପୀ ସେବା । ଶୁଭାରମ୍ଭର ଦିନେ ପରେ କରୋନା ଆକ୍ରାନ୍ତଙ୍କୁ ଦିଆଗଲା ପ୍ରଥମ ପ୍ଲାଜମା ଥେରାପୀ । କଟକ ସ୍ଥିତ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ୪୮ ବର୍ଷୀୟ ଆକ୍ରାନ୍ତଙ୍କୁ ଥେରାପୀ ଦିଆଯାଇଛି । ତାଙ୍କୁ B ପଜିଟିଭ୍ ପ୍ଲାଜମା ଦିଆଯାଇଛି । ଏହି ସୂଚନା…