Latest Odisha News

BREAKING NEWS

Browsing Tag

Ashwini Vaishnav

ବାହାନଗା ଦୁର୍ଘଟଣା ପରେ ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି, ନଜର ପକାନ୍ତୁ କେଉଁ ରେଳମନ୍ତ୍ରୀ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ଘଟିଥିବା ତିନିଗୋଟି ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇଛନ୍ତି । ଆଉ ଦୁର୍ଘଟଣା ପରେ ଚିରାଚରିତ ଢଙ୍ଗରେ ଆରମ୍ଭ ହୋଇଛି ଘୃଣ୍ୟ ରାଜନୀତି । ପଶ୍ଚିମବଙ୍ଗର ଟିଏମସି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ…

ନୂଆ ରୂପରେ ଝଲସିବ ଭୁବନେଶ୍ୱର ରେଳ ଷ୍ଟେସନ, କାଲି ଭିତ୍ତିପ୍ରସ୍ତର ସ୍ଥାପନ କରିବେ କେନ୍ଦ୍ର ରେଳମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ପାଇବ ନୂଆ ରୂପ । ବିଶ୍ୱସ୍ତରୀୟ ଷ୍ଟେସନ ହେବ ଭୁବନେଶ୍ୱର । ଆସନ୍ତାକାଲି ଗୁରୁବାର ରେଳ ଷ୍ଟେସନ ପୁନଃ ବିକାଶ ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଭାରତ ବର୍ଷରେ ରେଳ ଯାତ୍ରୀମାନଙ୍କୁ ବିଶ୍ୱସ୍ତରୀୟ…

ରେଳମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ରାଜଧାନୀ ଏକ୍ସପ୍ରେସ ଭଳି ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସକୁ ଏଲ୍ଏଚବି…

ଭୁବନେଶ୍ୱର: ରାଜଧାନୀ ଏକ୍ସପ୍ରେସ ଭଳି ପୁରୀ- ହାଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସକୁ ଲିଙ୍କ୍ ହଫମେନ୍ ବୁଶ (ଏଲଏଚବି) କୋଚରେ ପରିଣତ କରାଯାଉଛି । ଏହି ଦାବିରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଯାତ୍ରୀଙ୍କ ସୁବିଧାକୁ…

ରାତି ଅଧରେ ଓଡ଼ିଶାରେ ଚାଲିଥିବା ରେଳ ପ୍ରକଳ୍ପର ସମୀକ୍ଷା କଲେ ରେଳମନ୍ତ୍ରୀ

ନୂଆଦିଲ୍ଲୀ: ପୂର୍ବତଟ ରେଳବାଇ ଅଧିନରେ ଥିବା ବିଭିନ୍ନ ରେଲଓ୍ୱେ ପ୍ରକଳ୍ପର ସମୀକ୍ଷା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଅଧ ରାତିରେ ସେ ଓଡ଼ିଶାରେ ଚାଲିଥିବା ବିଭିନ୍ନ ରେଳ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରିଛନ୍ତି । ନିଜ ମନ୍ତ୍ରାଳୟରେ ବସି ଓଡ଼ିଶାର କେଉଁ ପ୍ରକଳ୍ପ କେତେ ବାଟ…

କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଶାଇ ଓଡ଼ଶାରୁ ୩ ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ରର ଓଡ଼ିଶାରୁ ୩ ଜଣ ମନ୍ତ୍ରୀ ହୋଇଛନ୍ତି । ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁ । ଦୁଇ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ଜଣେ ରାଷ୍ଟ୍ରମନ୍ତ୍ରୀ । ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟ୍ ମନ୍ତ୍ରୀ ହୋଇଛନ୍ତି । ସମ୍ପ୍ରସାରଣରେ…

ରାଜ୍ୟସଭାରେ ସାଂସଦ ଅଶ୍ୱିନୀ ବୈଷ୍ଣବ ଓଡିଆରେ ଶପଥ ନେଲେ

ନୂଆଦିଲ୍ଲୀ : ନବନିର୍ବାଚିତ ରାଜ୍ୟସଭା ସଦସ୍ୟ ଭାବେ ବିଜେପି ସାଂସଦ ଅଶ୍ୱିନୀ ବୈଷ୍ଣବ ସୋମବାର ଦିନ ଓଡିଆରେ ଶପଥ ଗ୍ରହଣ କରିଛନ୍ତି । ଗୃହ ଆରମ୍ଭ ହେବାର କିଛି ସମୟ ପରେ ରାଜ୍ୟସଭାର ସଭାପତି ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଅଶ୍ୱିନୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।…