Latest Odisha News

BREAKING NEWS

Browsing Tag

Ashwini Vaishnaw

[ଦେଖନ୍ତୁ ଭିଡିଓ] ବିଶ୍ୱସ୍ତରୀୟ ହେବ ପୁରୀ ରେଳ ଷ୍ଟେସନ, ରଥଯାତ୍ରା ପାଇଁ ଗଡ଼ିବ ୨ ଶହ ଟ୍ରେନ୍

ପୁରୀ: ଖୁବଶୀଘ୍ର ପୁରୀ ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀ ଗସ୍ତରେ ଆସି ଏହି ସୂଚନା ଦେଇଛନ୍ତି । ପୁରୀ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ୩୬୪ କୋଟି ଟଙ୍କାର ଟେଣ୍ଡର ହୋଇଛି । ଆଉ ୨ ମାସ ମଧ୍ୟରେ କାମ ଆରମ୍ଭ ହେବ ବୋଲି କହିଛନ୍ତି ରେଳ ମନ୍ତ୍ରୀ ।…

ରେଳ ମନ୍ତ୍ରୀଙ୍କ ଘୋଷଣା, ପୁଣି ଚାଲିବ ମେମୁ

ଭୁବନେଶ୍ୱର: ରେଳଯାତ୍ରୀଙ୍କ ପାଇଁ ଖୁସି ଖବର । କୋଭିଡ୍ କଟକଣା ପାଇଁ ବନ୍ଦ ହୋଇଥିବା ମେମୁ ଟ୍ରେନ୍ ପୁଣିଥରେ ଚାଲିବ । ଏନେଇ ଆଜି ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ପୁରୀ-ତାଳଚେର-ପୁରୀ ମେମୁ, କଟକ-ଭଦ୍ରକ-କଟକ ମେମୁ ପୁଣି ଥରେ ଚାଲିବ । ସେହିଭଳି ପୁରୀ-ପାରାଦୀପ-ପୁରୀ…

ଦିଲ୍ଲୀ ବାହୁଡ଼ିବେ ଅଶ୍ୱିନୀ ବୈଷ୍ଣବ: ଓଡ଼ିଶାରେ ରେଳ ପ୍ରକଳ୍ପକୁ ଅଗ୍ରାଧିକାର ଦେବାକୁ ପ୍ରତିଶ୍ରୁତି

ଭୁବନେଶ୍ୱର: ଜନ ଆଶୀର୍ବାଦ ଯାତ୍ରାରେ ଓଡ଼ିଶା ଗସ୍ତରେ ଆସିଥିବା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଦିଲ୍ଲୀ ବାହୁଡ଼ିବେ । ୪ ଦିନିଆ ଓଡ଼ିଶା ରହଣିରେ ସେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଜନ ଆଶୀର୍ବାଦ ଯାତ୍ରାରେ ସାମିଲ ହୋଇଥିଲେ । ମାରାଥନ୍ କାର୍ୟ୍ୟକ୍ରମରେ ରାୟଗଡ଼ା, କୋରାପୁଟ,…

ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ଦୁଇ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ର ମନ୍ତ୍ରୀ । ଭୁବନେଶ୍ୱରରେ ଆଜି ପହଞ୍ଚିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରରେ ନୂଆ ମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ…

ରେଳ ଇଞ୍ଜିନରେ ଯାଇ ପ୍ରକଳ୍ପ କାମ ପରଖିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: ଦେଶର ନୂଆ ରେଳମନ୍ତ୍ରୀ ଭାବରେ ଅଶ୍ୱିନୀ ବୈଷ୍ଣବ ଦାୟିତ୍ୱ ଗ୍ରହଣ କରିବା ପୁରା ଦମରେ କାମରେ ଲାଗିଛନ୍ତି । ରାତି ଅଧ ଯାଏ ବି କାମ କରୁଛନ୍ତି । ବିଭିନ୍ନ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରୁଛନ୍ତି । ଗତକାଲି ଗୁଜରାଟ ଭଦନଗର ରେଲଓ୍ୱେ ସେକ୍ସନରେ ରେଲ ପ୍ରକଳ୍ପର ସମୀକ୍ଷା କରିଛନ୍ତି…

ରାତି ଅଧରେ ଓଡ଼ିଶାରେ ଚାଲିଥିବା ରେଳ ପ୍ରକଳ୍ପର ସମୀକ୍ଷା କଲେ ରେଳମନ୍ତ୍ରୀ

ନୂଆଦିଲ୍ଲୀ: ପୂର୍ବତଟ ରେଳବାଇ ଅଧିନରେ ଥିବା ବିଭିନ୍ନ ରେଲଓ୍ୱେ ପ୍ରକଳ୍ପର ସମୀକ୍ଷା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଅଧ ରାତିରେ ସେ ଓଡ଼ିଶାରେ ଚାଲିଥିବା ବିଭିନ୍ନ ରେଳ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରିଛନ୍ତି । ନିଜ ମନ୍ତ୍ରାଳୟରେ ବସି ଓଡ଼ିଶାର କେଉଁ ପ୍ରକଳ୍ପ କେତେ ବାଟ…

ବିଜେଡି-ବିଜେପି ଆତ୍ମୀୟତାରୁ ବୈଷ୍ଣବଙ୍କୁ ଲାଭ; ଶିକ୍ଷାରୁ କଣ ପାଇବେ ଧର୍ମେନ୍ଦ୍ର?

ଭୁବନେଶ୍ଵର: ବହୁ ପ୍ରତୀକ୍ଷିତ ନରେନ୍ଦ୍ର ମୋଦି ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ସରିଯାଇଛି। ନିର୍ବାଚନ ଅପେକ୍ଷାରେ ଥିବା ବିଭିନ୍ନ ରାଜ୍ୟକୁ ଅଧିକ ଓ ଗୁରୁତ୍ଵପୂର୍ଣ୍ଣ ମନ୍ତ୍ରୀପଦ ମିଳିଛି। କିନ୍ତୁ ୨୦୨୪ରେ ନିର୍ବାଚନ ଥିବା ଓଡ଼ିଶାରେ ଏ ପରିବର୍ତ୍ତିତ ମନ୍ତ୍ରୀମଣ୍ଡଳକୁ କଣ ମିଳିବ ତାକୁ ନେଇ…

ରେଳମନ୍ତ୍ରୀ ଭାବରେ ଦାୟିତ୍ୱ ନେଲେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: କେନ୍ଦ୍ରରେ ନୂଆ ରେଳ ମନ୍ତ୍ରୀ ହୋଇଛନ୍ତି ଅଶ୍ୱିନୀ ବୈଷ୍ଣବ । ଆଜି ସେ ବିଧିବଦ୍ଧ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରେଳମନ୍ତ୍ରୀ ସହ ତାଙ୍କୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ପଦ ମିଳିଛି । ରେଳମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଓଡ଼ିଶା ଠାରୁ ମେଟ୍ରୋ ରେଳ ପ୍ରୋଜେକ୍ଟ ନେଇ କୌଣସି ପ୍ରସ୍ତାବ ମିଳିନାହିଁ: କେନ୍ଦ୍ର

ନୂଆଦିଲ୍ଲୀ: ଓଡ଼ିଶାରେ କୌଣସି ମେଟ୍ରୋ ରେଳ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ମିଳିନାହିଁ । ରାଜ୍ୟସଭାରେ ବିଜେପି ସାଂସଦ ଅଶ୍ୱିନୀ ବୈଷ୍ଣଭଙ୍କ ଅଣତାରକା ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି କେନ୍ଦ୍ର ସହର ଓ ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ସିଂହ ପୁରୀ । ଭିତ୍ତିଭୂମି ବିକାଶ ଓ…