Latest Odisha News

BREAKING NEWS

Browsing Tag

ASI Arrested

୨୦ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧାହେଲେ ମଧୁପାଟଣା ଥାନା ASI

କଟକ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ପୋଲିସ ବାବୁ । କଟକ ମଧୁପାଟଣା ଥାନାର ଏଏସ୍ଆଇ ପ୍ରଣବ କିଶୋର ପ୍ରହରାଜଙ୍କୁ କଟକ ଭିଜିଲାନ୍ସ ଗିରଫ କରିଛି । ପ୍ରଣବଙ୍କୁ ଠାରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରାଯାଇଛି । ପ୍ରଣବଙ୍କୁ ଗିରଫ ପରେ ତାଙ୍କ ସରକାରୀ ବାସଭବନରେ ରେଡ୍ କରିଛି କଟକ…

ଜଜ୍‌ଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତକୁ ବେଲ୍‌ ଦେବା ଘଟଣାରେ ଏଏସଆଇ ଗିରଫ

ବୁଗୁଡା : ଜଜଙ୍କ ଜାଲ ଦସ୍ତଖତ କରି ଅଭିଯୁକ୍ତକୁ ବେଲ୍‌ ଦେବା ଘଟଣାରେ ଏଏସଆଇଙ୍କୁ ଗିରଫ କରିଛି ବୁଗୁଡା ପୋଲିସ । ଗିରଫ ଏଏସ୍‌ଆଇଙ୍କ ନାଁ ସୂର୍ଯ୍ୟନାରାୟଣ ବେହେରା । ସୂଚନା ଅନୁଯୟୀ, କରଚୁଲି ଗାଁର ବିଜୟ ବେହେରା ଓରଫ ବାବୁଲି ନିଜ ପୁତୁରାକୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ଜାନୁଆରୀ…

୧୫ ଶହ ଟଙ୍କା ଲାଞ୍ଚ ନେବା ବେଳେ ବନ୍ଧା ହେଲେ ପୋଲିସ ବାବୁ

ଭୁବନେଶ୍ୱର: ହାତ ଗୁଞ୍ଜା ନେଉଥିଲେ ପୋଲିସ ବାବୁ । ଧରିଲା ଭିଜିଲାନ୍ସ । ୧୫ ଶହ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଭୁବନେଶ୍ୱର ଧଉଳି ଥାନାର ଜଣେ ଏଏସଆଇ । ତାଙ୍କ ନାଁ ତୋଫାନ ଗୁରୁ । ତାଙ୍କୁ ଗିରଫ କରାଯାଇଥିବା ବେଳେ ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ ।…