ASI ଟିମର ଶ୍ରୀମନ୍ଦିର ଯାଞ୍ଚ : ୧୦ ଦିନ ଭିତରେ ହେବ ଶ୍ରୀମନ୍ଦିର ରୋଷଘର ଚଟାଣର ମରାମତି
ପୁରୀ: ASI ଟିମର ଶ୍ରୀମନ୍ଦିର ଯାଞ୍ଚ । ଆସନ୍ତା ୧୦ ଦିନ ଭିତରେ ଶ୍ରୀମନ୍ଦିର ରୋଷଘର ଚଟାଣର ମରାମତି କାର୍ଯ୍ୟ ଶେଷ କରାଯିବ । ଗର୍ଭଗୃହ ଭିତରେ କେମିକାଲ ଓ୍ବାସ୍ ସହ ପ୍ଲାଷ୍ଟରରିଂ ହେବ । ଜଗମୋହନ ଓ ନାଟମଣ୍ଡପର ସ୍ଥିତି ସଠିକ୍ ରହିଛି । କଳାହାଟ ଦ୍ୱାରର ରୂପାଛାଉଣୀ ଶୀଘ୍ର ଶେଷ ହେବ ।…