Latest Odisha News
Browsing Tag

Asia Cup

ଏସିଆ କପରେ ପୁଣି ଥରେ ଭାରତ-ପାକିସ୍ତାନ ମୁହାଁମୁହିଁ

ନୂଆଦିଲ୍ଲୀ: ଏସିଆ କପ୍ କ୍ରିକେଟ୍ ମହାସଂଗ୍ରାମରେ ଅଂଶଗ୍ରହଣ କରିଥିବା ସବୁ ଦଳ ନିଜ ନିଜର ଉତ୍ତମ ପ୍ରଦର୍ଶନ କରିବା ପାଇଁ ଲକ୍ଷ ରଖିଛନ୍ତି। କିନ୍ତୁ ସେଥି ମଧ୍ୟରୁ ୨ଟି ଦଳ ଉପରେ ସମସ୍ତଙ୍କର ବିଶେଷ ନଜର ରହିଛି। ଶ୍ରୀଲଙ୍କାରେ ଅନୁଷ୍ଠିତ ହୋଇଥିବା ବିଗତ ମ୍ୟାଚ୍ ଗୁଡ଼ିକରେ ବର୍ଷା ଏକ ବିରାଟ…

ତେଜୁଛି ବିସିସିଆଇ-ପିସିବି ବିବାଦ; ପାକିସ୍ତାନି ଖେଳାଳୀ ଦେଲେ ବଡ଼ ବୟାନ

ନୂଆାଦିଲ୍ଲୀ: ଭାରତୀୟ କ୍ରିକେଟ ବୋଡ଼ ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ ମଧ୍ୟରେ  ବିବାଦ ଲାଗି ରହିଥିବାବେଳେ ଏ ସମ୍ପର୍କରେ ମୁହଁ ଖୋଲିଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦ୍ । କ୍ରିକେଟ ଦୁଇ ଦେଶର ସମ୍ପର୍କର; ସୁଧାର ଆଣିବ ବୋଲି ସେ କହିଛନ୍ତି । ବିସିସିଆଇ ଏବଂ…

ଭାରତ-ଆଫଗାନିସ୍ତାନ ମ୍ୟାଚ୍ ପୂର୍ବରୁ ଦୁବାଇ ଷ୍ଟାଡିୟମ୍ ନିକଟରେ ଅଗ୍ନିକାଣ୍ଡ

ଦୁବାଇ: ଏସିଆ କପ୍-୨୦୨୨ରେ ଭାରତ ଆଜି ଅନ୍ତିମ ମ୍ୟାଚ୍ ଖେଳିବ । ଦୁବାଇ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷରେ ଭାରତ ମ୍ୟାଚ୍ ଖେଳିବାକୁ ଥିବା ବେଳେ ମ୍ୟାଚ୍ ପୂର୍ବରୁ ବଡ଼ ଦୁର୍ଘଟଣା ଘଟିଛି । ଷ୍ଟାଡିୟମର ପ୍ରବେଶ ଫାଟକ ନିକଟରେ ନିଆଁ ଲାଗି ଯାଇିଛି । ଭାରତ-ଆଫଗାନିସ୍ତାନ ଟି-ଟ୍ୱେଣ୍ଟି…

ଏସିଆ କପ୍ ପୂର୍ବରୁ ଭାରତକୁ ଝଟକା, ରାହୁଲ୍ ଦ୍ରାବିଡ଼ କୋଭିଡ୍ ପଜିଟିଭ୍

ନୂଆଦିଲ୍ଲୀ: ଏସିଆ କପ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟକା ଲାଗିଛି । ଭାରତୀୟ କ୍ରିକେଟ୍ ଟିମର ମୁଖ୍ୟ କୋଚ୍ ରାହୁଲ ଦ୍ରାବିଡ଼ କରୋନା ସଂକ୍ରମିତ ହୋଇଛନ୍ତି । ଫଳରେ ସେ ଏସିଆ କପ୍ ପାଇଁ ଯିବେ କି ନାହିଁ ତାକୁ ନେଇ ଏବେ ଆଶଙ୍କା ସୃଷ୍ଟି ହୋଇଛି । ଭାରତୀୟ ଦଳ ଆଜି ୟୁଏଇ ଅଭିମୁଖେ ବାହାରିବ ।…

ଏସିଆ କପ୍ ତାରିଖ ଘୋଷଣା, ଦୁବାଇରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ: ଏସିଆ କପ୍ ପାଇଁ ତାରିଖ ଘୋଷଣା ହୋଇଛି । ଅଗଷ୍ଟ ୨୭ରୁ ଆରମ୍ଭ ହେବାକୁ ଥିବା ଟୁର୍ଣ୍ଣାମେଣ୍ଟରେ ୨୮ ତାରିଖରେ ଭାରତ-ପାକିସ୍ତାନ ମୁହାଁମୁହିଁ ହେବେ । ଚଳିତଥର ଏସିଆ କପ୍ ଟି-ଟ୍ୱେଣ୍ଟି ଫର୍ମାଟରେ ଖେଳାଯିବ । ଏହି ମ୍ୟାଚ୍ ଦୁବାଇରେ ହେବ । ଅଗଷ୍ଟ ୨୭ରୁ ୩୧ ତାରିଖ ଯାଏ ଗ୍ରୁପ୍…