Latest Odisha News

BREAKING NEWS

Browsing Tag

Aska

ଖଣ୍ଡା ଦେଖାଇ ଲୁଟିନେଲେ ଦେଢ଼ ଲକ୍ଷ

ଗଞ୍ଜାମ: ଦୋକାନରେ ପଶି ଖଣ୍ଡା ଦେଖାଇ ଲୁଟ୍ । ଗଂଜାମ ଜିଲ୍ଳା କବିସୂର୍ଯ୍ୟନଗର ଥାନା ଭେଙ୍କଟେଶ୍ୱର ସାହିରେ ଘଟିଛି ଏଭଳି ଘଟଣା । ଦିନ ଦ୍ୱିପହରେ ଏକ ଲୁଗା ଦୋକାନରେ ପଶି ଖଣ୍ଡା ଦେଖାଇ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ଏହି ଲୁଟ୍‌ର ପୁରା ଘଟଣା ସିସିଟିଭିରେ କଏଦ୍ ହୋଇଛି ।…

କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡ ଘଟଣାରେ ଅନ୍ୟ ୫ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର : ଆସ୍କା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡ ଘଟଣାରେ ବ୍ରହ୍ମପୁର ପୋଲିସ ବୁଧବାର ଦିନ ଆଉ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ପ୍ରାପ୍ତ ସୂଚନାନୁଯାୟୀ ଗିରଫ ୪ ଅଭିଯୁକ୍ତମାନଙ୍କୁ କୋରାପୁଟର ଲକ୍ଷ୍ମୀପୁର ଅଞ୍ଚଳରୁ ଗିରଫ କରାଯାଇଥିବା ବେଳେ ଅନ୍ୟ…

ଆସ୍କା ପୋଲିଂ ବୁଥରେ ବୃଦ୍ଧଙ୍କ ମୃତ୍ୟୁ

ଆସ୍କା : ଗଞ୍ଜାମ ଜିଲ୍ଲା ଆସ୍କା ଅନ୍ତର୍ଗତ ଏକ ପୋଲିଂ ବୁଥରେ ଭୋଟ ଦେବାକୁ ଆସିଥିବା ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ମୃତ ବ୍ୟକ୍ତିଙ୍କ ନାମ ନଟବର ବେହେରା ଏବଂ ତାଙ୍କ ଘର କଂସାମାରି ଗ୍ରାମର ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ସାନଖେମୁଣ୍ଡି ବିଧାନସଭା ଆସନ…