ନାଗରିକତା ସଂଶୋଧନ ବିଲ୍: ଆସାମରେ କର୍ଫ୍ୟୁ ପରେ ଏବେ ଶିଲଂରେ ଉତ୍ତେଜନା, ଇଣ୍ଟରନେଟ୍ ସେବା ବନ୍ଦ
ଗୌହାଟୀ: ଅନେକ ତର୍କବିତର୍କ ପରେ ନାଗରିକତା ସଂଶୋଧନ ବିଲ୍ ରାଜ୍ୟସଭାରେ ଗୃହିତ ହେବାପରେ ଏହାକୁ ବିରୋଧ କରି ଉତ୍ତରପୂର୍ବାଞ୍ଚଳ ରାଜ୍ୟ ଗୁଡିକରେ ତୀବ୍ର ଉତ୍ତେଜନା ଦେଖାଦେଇଛି ।
ପ୍ରାପ୍ତ ସୂଚନାନୁଯାୟୀ ଆସାମର ବିଭିନ୍ନ ସ୍ଥାନରେ ସରକାରଙ୍କ ପକ୍ଷରୁ କର୍ଫ୍ୟୁ ଲାଗୁ କରାଯାଇଥିବା ବେଳେ ଏବେ…