Latest Odisha News
Browsing Tag

Assembly session

ଗୃହରେ SDPO ଅଂଶୁମାନ ଦ୍ବିବେଦୀଙ୍କ ଗୁଣ୍ଡାରାଜ ପ୍ରସଙ୍ଗ, ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ୱର: ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ । ସର୍ବଦଳୀୟ ବୈଠକରେ ବାହାରିପାରିଲାନି କୌଣସି ନିଷ୍କର୍ସ । ଶେଷରେ ୪ ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି । ବିଧାନସଭାରେ ଆଜି ଚିତ୍ରକୋଣ୍ଡା SDPO ଅଂଶୁମାନ ଦ୍ବିବେଦୀଙ୍କ ଗୁଣ୍ଡାରାଜ ପ୍ରସଙ୍ଗ ଉଠିଥିଲା । ଉଭୟ ବିରୋଧୀ ବିଜେପି…

ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ : ଅପରାହ୍ଣ ୫ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ । ଆରମ୍ଭରୁ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି  । ଦିବଗଂତ ନେତା ଓ କୋଭିଡ୍ ଯୋଦ୍ଧାଙ୍କ ପାଇଁ  ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ପ୍ରସ୍ତାବ ଆଗତ ପରେ ଅପରାହ୍ଣ ୫ଟା ଯାଏଁ ଗୃହ…

କୋଭିଡ୍ କଟକଣାରେ ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ । ଡିସେମ୍ବର ୩୧ ତାରିଖ ଯାଏ ଚାଲିବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହେବ। କୋଭିଡ୍ କଟକଣା ଓ ଗାଇଡଲାଇନ ଭିତରେ ଏହି ଅଧିବେଶନ…

୧୧, ୨୦୦ କୋଟିର ଅତିରିକ୍ତ ବଜେଟକୁ କ୍ୟାବିନେଟ ମଂଜୁରୀ

ଭୁବନେଶ୍ୱର: ୨୦୨୦-୧୨ ଆଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପରେ ବାଜିଲା ମୋହର । ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟକୁ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ ମିଳିିଛି । ଏହି ଅତିରିକ୍ତ ବଜେଟକୁ ଆସନ୍ତା ୨୦ ତାରିଖରେ ରାଜ୍ୟ ବିଧାନସଭାରେ ଉପସ୍ଥାପନ କରାଯିବ । ନଭେମ୍ବର…

୬ ମାସ ମଧ୍ୟରେ ହେବ ପୌର ନିର୍ବାଚନ !

ଭୁବନେଶ୍ୱର: ପୌର ନିର୍ବାଚନକୁ ନେଇ ୨ ବର୍ଷ ହେବ ଲାଗି ରହିଛି ଅଚଳାବସ୍ଥା । ଏହାରି ଭିତରେ କେବେ ହେବ ପୌର ନିର୍ବାଚନ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଦୀର୍ଘ ୩ ବର୍ଷ ଧରି ପୌର ନିର୍ବାଚନ ହୋଇନଥିବା ବେଳେ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ ଆଜି ଏନେଇ ସୂଚନା…

କୋଭିଡ-୧୯ ଗାଇଡଲାଇନ ମଧ୍ୟରେ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୦ରୁ ଆରମ୍ଭ ହେବାକୁ ଥିବା ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ କୋଭିଡ-୧୯ ଗାଇଡଲାଇନ ମଧ୍ୟରେ ଅନୁଷ୍ଠିତ ହେବ। ଏସମ୍ପର୍କରେ ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ଯେ କୋଭିଡ-୧୯…

ଜୁଲାଇରେ ବସିବନି ବିଧାନସଭାର କୌଣସି କମିଟି ବୈଠକ

ଭୁବନେଶ୍ୱର: ଜୁଲାଇ ମାସରେ ହେବନି ବିଧାନସଭାର କୌଣସି ବି ବୈଠକ । କରୋନା ମହାମାରୀର ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ କମିଟିର ବୈଠକକୁ ବାତିଲ କରାଯାଇଛି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ଯେ, ଗତ ମାସରେ ବିଭିନ୍ନ କମିଟିର ବୈଠକ ହୋଇଥିଲା । ହେଲେ ଆଗକୁ ହେବାକୁ…