Latest Odisha News

BREAKING NEWS

Browsing Tag

Assistant executive engineer

ଠୁଳ କରିଥିଲେ ଆୟ ବହିର୍ଭୂତ ସମ୍ପତ୍ତି; ମାଡି ବସିଲା ଭିଜିଲାନ୍ସ  

ଭବାନୀପାଟଣା: ଠୁଳ କରିଥିଲେ ଆୟ ବହିର୍ଭୂତ ସମ୍ପତ୍ତି । ମାଡି ବସିଲା ଭିଜିଲାନ୍ସ ।   ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭବାନୀପାଟଣା ପୌର ସହକାରୀ ନିର୍ବାହୀ ଯନ୍ତ୍ରୀ ସମୀର ଠାକୁର।  ସହକାରୀ ନିର୍ବାହୀ ଯନ୍ତ୍ରୀ ସମୀର ଠାକୁରଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ୬ଟି ସ୍ଥାନରେ ଏକକାଳୀନ ରେଡ୍

ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ । ସୁନ୍ଦରଗଡ଼ ଜନସ୍ଵାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ନାରାୟଣ ପ୍ରଧାନ । ଆଜି ସକାଳୁ ଭିଜିଲାନ୍ସ ଟିମ୍ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି । ନାରାୟଣ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କର ୬ କୋଟି ୫୩ ଲକ୍ଷର ସମ୍ପତ୍ତି

ଭୁବନେଶ୍ୱର: କୁବେର ସହକାରୀ ନିର୍ବାହୀ ଯନ୍ତ୍ରୀ । କୋଟି କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠାବ । ଭୁବନେଶ୍ୱର ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୨ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ରନାଥ ପ୍ରଧାନଙ୍କ ଘର ଓ ବିଭିନ୍ନ ସ୍ଥାନରେ ଚଢ଼ାଉ ବେଳେ ଭିଜିଲାନ୍ସ ହାତରେ ଲାଗିଥିବା ସମ୍ପତ୍ତିର…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡିଲେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଭୁବନେଶ୍ୱର ଜିପିଏଚ୍ ଡିଭିଜନ-୨ର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନ୍ଦ୍ର ନାଥ ପ୍ରଧାନଙ୍କ ଘର ସମେତ ୬ଟି…