ପୁରୀ ଶ୍ରୀମନ୍ଦିର ସହିତ ଜଡ଼ିତ ୫୦ ଜଣ କରୋନା ପଜିଟିଭ
ପୁରୀ: ପୁରୀରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପୁରୀ ଶ୍ରମନ୍ଦିର ସହ ଜଡ଼ିତ ଏପର୍ଯ୍ୟନ୍ତ ମୋଟ ୫୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏନେଇ ସୁଚନା ଦେଇଛନ୍ତି ।
ଚିହ୍ନଟ ସଂକ୍ରମିତ ୫୦ ଜଣଙ୍କ ମଧ୍ୟରୁ ୨୨ ଜଣ ହେଉଛନ୍ତି ସେବାୟତ ଓ ସେମାନଙ୍କ ପରିବାର ଲୋକ…