Latest Odisha News
Browsing Tag

Asst Engineer

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଗଜପତି: ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲା ରାୟଗଡା ପଞ୍ଚାୟତ ସମିତି ସହକାରୀ ଯନ୍ତ୍ରୀ ଦିଲ୍ଲିପ କୁମାର ସାହୁଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଚଢାଉରେ ସାମିଲ ହୋଇଛନ୍ତି ଜଣେ ଅତିରିକ୍ତ ଏସପି, ୫ ଜଣ ଇନ୍ସପେକ୍ଟର, ୨…

ଭ୍ରଷ୍ଟ ଯନ୍ତ୍ରୀଙ୍କ ନାଁରେ ୨୫.୧୦ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ଖୋର୍ଦ୍ଧା: ଯେତେ ଖୋଳୁଛି ସେତେ ବାହାରୁଛି । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ମାଇନର ଇରିଗେସନର ସହକାରୀ ଯନ୍ତ୍ରୀ ମନୋଜ କୁମାର ଦାଶଙ୍କ ଘରେ ହୋଇଥିଲା ଚଢାଉ । ଏଯାଏଁ ମିଳିଥିବା ତଥ୍ୟ ଅନୁସାରେ ମନୋଜଙ୍କର ୨୫.୧୦ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍ ଅଛି । ଏକାଧିକ…

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ, ୨୮ଟି ପ୍ଲଟ୍ ଠାବ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଏଇ । ପୁରୀ ଜିଲ୍ଲା ନିମାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କ ଅଫିସ୍ ସମେତ ଏକାଧିକ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି । ୫ ଜଣ ଡିଏସପି ଓ ୧୨ ଇନ୍ସପେକ୍ଟର ଚଢ଼ାଉରେ ସାମିଲ୍ ହୋଇଛନ୍ତି । ପ୍ରାଥମିକ ରେଡ୍ ବେଳେ ୨୮ଟି…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ, ଭୁବନେଶ୍ୱରରେ ରହିଛି ଏକାଧିକ ପ୍ଲଟ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । କଟକ ଜିଲ୍ଲା ଡମପଡ଼ା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ୪ ଜଣ ଡିଏସପିଙ୍କ ନେତୃତ୍ୱରେ ଏକାଧିକ ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି । ଚଢ଼ାଉ ବେଳେ ଠାବ…

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଞ୍ଜିନିୟର

ନୟାଗଡ଼: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ନୟାଗଡ଼ ଜିଲ୍ଲା ରଣପୁର ଆର୍.ଡି ଡିଭିଜନ ଆସିଷ୍ଟାଣ୍ଡ ଇଞ୍ଜିନିୟର ଋଷିନାଥ ବରାଳ । ତାଙ୍କର ଆୟ ବର୍ହିଭୁତ ସମ୍ପତ୍ତିର ଯାଞ୍ଚ ଚାଲିଛି । ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚଳାଇଛନ୍ତି ଭିଜିଲାନ୍ସର ୪ଟି ଟିମ୍ । ଖୋର୍ଦ୍ଧା, ନୟାଗଡ଼ ଓ ଢେଙ୍କାନାଳ ଜିଲ୍ଲାର…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁଓ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ ହୋଇଛି । ତାଙ୍କ ନାଁ ପର୍ଶୁରାମ ନାଏକ । ଏକକାଳୀନ ୩ଟି ସ୍ଥାନରେ ଚଢାଉ ଚଳାଇଛନ୍ତି ରାଉରକେଲା ଭିଜିଲାନ୍ସ ଡିଭିଜନର ଟିମ୍ ।…