ଜାଣନ୍ତୁ, କେମିତି କଟିବ ଆଜି ଦିନ…
ରାଶି ଫଳ
ତା ୬-୬-୨୦୨୦ ଶନିବାର
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ଜୁନ୍
ତା ୬ ରିଖ ଶନିବାର ବୃଷ ୨୪ ଦିନ ଆଷାଢ ମାସ କୃଷ୍ଣ ପକ୍ଷ ପ୍ରତିପଦା ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର
ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର
ଘାତ ଚନ୍ଦ୍ର-:ସିଂହ କନ୍ୟା ଓ ମକର ରାଶି…