Latest Odisha News

BREAKING NEWS

Browsing Tag

aswini vaisnav

ଆଜି ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ଓ ଧର୍ମେନ୍ଦ୍ର

ଭୁବନେଶ୍ୱର:ଓଡ଼ିଶା ଗସ୍ତରେ ଆସୁଛନ୍ତି ଦୁଇ ଦୁଇ ଜଣ କେନ୍ଦ୍ର ମନ୍ତ୍ରୀ।କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟାମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ଆସିବାର…

ବୋଲୋଗଡ ଷ୍ଟେସନର ନାମ ପରିବର୍ତ୍ତନ ପାଇଁ ରେଳ ମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ଷଡଙ୍ଗୀ

ଭୁବନେଶ୍ୱର : ବୋଲୋଗଡ଼ରୋଡ ଷ୍ଟେସନର ନାମ ପରିବର୍ତ୍ତନ ହୋଇ ମାଣିକଗୋଡା ଷ୍ଟେସନ ହେବ । ଅନେକ ଦିନ ଧରି ବୋଲୋଗଡ଼ରୋଡ ଷ୍ଟେସନର ନାମ ପରିବର୍ତ୍ତନ ପାଇଁ ଅଞ୍ଚଳବାସୀ ଦାବି କରିଆସୁଥିଲେ  । ଏହି ଷ୍ଟେସନର ନାମ ପରିବର୍ତ୍ତନ ପାଇଁ ବୋଲଗଡ଼ ଜନସାଧାରଣଙ୍କ ଆଗ୍ରହ କ୍ରମେ ରେଳ ମନ୍ତ୍ରୀ ଅଶ୍ୱିନୀ…

ଆସୁଛି ୫ଜି: ଡିଜିଟାଲ ହେବ ଭାରତ, କିନ୍ତୁ ଓଡ଼ିଶାକୁ ମିଳିବନି ସେବା

ଭୁବନେଶ୍ୱର: ଦେଶରେ ୫ଜିର ଯୁଗ ଆରମ୍ଭ ହେବାକୁ ଯାଉଛି । ଡିଜିଟାଲ ହେବ ଭାରତ  । ସେଥି ପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ବିକ୍ରୀ କରିସାରିଛନ୍ତି । ଅଗଷ୍ଟ ମାସ ଶେଷ ସୁଦ୍ଧା ଜିଓ, ଭୋଡାଫୋନ୍ କିମ୍ବା ଏୟାରଟେଲ ୫ଜି ସେବା ଲଞ୍ଚ କରିପାରନ୍ତି। ଅଗଷ୍ଟ ମାସରେ ୫ଜି ସେବା ଲଞ୍ଚ କରିବାକୁ…

ଆଇଆଇଟି ଭୁବନେଶ୍ୱର ପାଇଁ ଷ୍ଟାର୍ଟଅପ ପ୍ରୋଗ୍ରାମ – ଚିପ୍ସ

ଭୁବନେଶ୍ବର: ମାନ୍ୟବର ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ  ଅଶ୍ୱିନୀ ବୈଷ୍ଣବ  ଆଇଆଇଟି ଭୁବନେଶ୍ୱର ଗସ୍ତରେ ଆସି ଛାତ୍ରଛାତ୍ରୀମାନଙ୍କୁ ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ପାଇଁ ଉତ୍ସାହିତ କରିଛନ୍ତି  ।ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ପାଇଁ…

ଆଜି ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ:ମାଲକାନଗିରିରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କରିବେ ସମୀକ୍ଷା

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ଗସ୍ତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ । ଆଜି ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସଂଧ୍ୟାରେ କୋରାପୁଟରେ ପହଂଚିବା ପରେ କରିବେ ରାତ୍ରି ଯାପନ । ଶୁକ୍ରବାର ସକାଳେ ମାଲକାନଗିରି ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କରିବେ ସମୀକ୍ଷା । ସେପଟେ,…