ଥାନାରେ ଯୁବ ଠିକାଦାରଙ୍କ ଆତ୍ମାହୁତି ଉଦ୍ୟମ
ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନାରେ ଯୁବ ଠିକାଦାରଙ୍କ ଆତ୍ମାହୁତି ଉଦ୍ୟମ । ସେଠାରେ ଉପସ୍ଥିତ ପୁଲିସ୍ କର୍ମୀ ତାଙ୍କୁ କାବୁ କରିନେବା ଫଳରେ ଏକ ବହୁତ ବଡ଼ ଅଘଟଣ ଟଳି ଯାଇଥିବା ଜଣାଯାଇଛି ।
ସୂଚନା ଅନୁଯାୟୀ, ଦୀର୍ଘ ଦଶ ବର୍ଷ ତଳେ ଉଲୁଣ୍ଡା ବ୍ଲକ ଝାରବାହାଲି ଗାଁ ରାସ୍ତାର…