ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାଁରେ ନିର୍ମାଣ ହେବ ରେଳ ଷ୍ଟେସନ
ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାଁରେ ନିର୍ମାଣ ହେବ ରେଳ ଷ୍ଟେସନ। ସାହାରନପୁରରେ ନିର୍ମାଣ ହେବାକୁ ଥିବା ଏହି ରେଳ ଷ୍ଟେସନକୁ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ପ୍ରାପ୍ତ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ନାମିତ କରାଯିବ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ…