ପରଲୋକରେ ‘ଶଲା ବୁଢ଼ା’ ଅଟଳ ବିହାରୀ ପଣ୍ଡା
ସମ୍ବଲପୁର : ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ଗତ କିଛିଦିନ ଧରି ସେପ୍ଟିସିମିଆ ରୋଗରେ ପୀଡ଼ିତ ହୋଇ ସେ ବୁର୍ଲା ଭିମସାରରେ ଚିକିତ୍ସିତ ହେଉଥିଲେ ।
ସମ୍ବଲପୁରୀ ସିନେମାରେ ତାଙ୍କର କାର୍ଯ୍ୟ ପାଇଁ…