Latest Odisha News
Browsing Tag

Atal Bihari Vajpayee

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ ପାଳନ କରୁଛି ବିଜେପି

ଭୁବନେଶ୍ୱର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୮ତମ ଜନ୍ମଜୟନ୍ତୀ । ବିଜେପି ପକ୍ଷରୁ ଦିନଟିକୁ ଖୁବ୍ ଧୂମଧାମରେ ପାଳନ କରାଯାଉଛି । ବାଜପେୟୀଙ୍କ ସ୍ମୃତିରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପିର…

‘ସଦୈବ ଅଟଳ’, ଭାରତରତ୍ନ ଅଟଳ ବିହାରୀ ବାଜପେୟୀଜୀଙ୍କ ପୁଣ୍ୟତିଥୀରେ ଶତଶତ ନମନ

ଭୂତପୂର୍ବ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ଆଜି ପୁଣ୍ୟତିଥି । ବାଜପେୟୀ ଥିଲେ ଜଣେ ରାଷ୍ଟ୍ରନୀତିଜ୍ଞ, ସୁବକ୍ତା ଏବଂ ପ୍ରସିଦ୍ଧ ହିନ୍ଦୀ କବି । ସ୍ୱାଧୀନ ଭାରତରେ ଅଟଳଜୀ ସମ୍ଭାଳିଥିଲେ ତିନିଥର ପ୍ରଧାନମନ୍ତ୍ରୀ ପଦ । ଜଣେ ଉଦାରବାଦୀ ନେତା ଭାବେ ବାଜପେୟୀ ଥିଲେ ବେଶ୍…

ଜନ୍ମଦିନରେ ମନେ ପଡନ୍ତି ଅଟଳ…

ଭୁବନେଶ୍ୱର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ । ତାଙ୍କ ଅଭୁଲା ସ୍ମୃତିକୁ ଆଜି ମନେ ପକାଉଛି ସାରା ଦେଶ । ଜଣେ ଜନନେତା, ଦୃଢ଼ ରାଜନୈତିକ ଇଚ୍ଛାଶକ୍ତିର ଅଧିକାରୀ ଭାବେ ଅଟଳ ବିହାରୀ ବାଜପେୟୀ ସୁପରିଚିତ । ଅଟଳ ବିହାରୀ ବାଜପେୟୀ ୧୯୨୪ ମସିହା ଡିସେମ୍ବର…

ପ୍ରଖ୍ୟାତ ରାଜନୀତିଜ୍ଞ ବାଜପେୟୀଙ୍କ ଆଜି ଜୟନ୍ତୀ; ଜାଣନ୍ତୁ ତାଙ୍କ ସମ୍ପର୍କରେ ୧୦ ରୋଚକ କଥା

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ୯୫ତମ ଜନ୍ମଦିନ । ଦେଶର ଏହି ମହାନ ଜନନାୟକଙ୍କୁ ଆଜି ବି ମନେପକାଉଛନ୍ତି ଦେଶବାସୀ। ୧୯୨୪ ମସିହା ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଦେଶର ମହାନାୟକ ଭାବେ ପରିଚିତ ଅଟଳ ବିହାରୀ ବାଜପେୟୀ । ଏହି…

ସ୍ୱର୍ଗତଃ ବାଜପେୟୀଙ୍କ ଆଜି ଶ୍ରାଦ୍ଧ ବାର୍ଷିକୀ: ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି ଓ କୋବିନ୍ଦ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ । ଦେଶର ଏହି ମହାନ ଜନନାୟକଙ୍କୁ ଆଜି ବି ମନେପକାଉଛନ୍ତି ଦେଶବାସୀ। ୨୦୧୮ ମସିହା ଆଜିର ଦିନରେ ଦେଶର ମହାନାୟକ ଭାବେ ପରିଚିତ ଅଟଳ ବିହାରୀ ବାଜପେୟୀଙ୍କ…