Latest Odisha News
Browsing Tag

Athgarh

ଆସନ୍ତା ସପ୍ତାହରୁ ଭକ୍ତଙ୍କ ପାଇଁ ଖୋଲିପାରେ ଧବଳେଶ୍ୱର ପୀଠ

କଟକ: ଶ୍ରଦ୍ଧାଳୁ କରିବେ ବାବାଙ୍କ ଦର୍ଶନ । ଆସନ୍ତା ସପ୍ତାହରୁ ଖୋଲିପାରେ ଆଠଗଡ଼ର ପ୍ରସିଦ୍ଧ ଶୈବ ପୀଠ ବାବା ଧବଳେଶ୍ୱରଙ୍କ ମନ୍ଦିର । ଡଙ୍ଗା ଯୋଗେ ସପ୍ତାହରେ ୪ ଦିନ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଅନୁମତି ଦେବା କଥା ବିଚାର କରୁଛି । ଧବଳେଶ୍ୱର ପୀଠର ପୂଜକ ସମିତି ଓ ସ୍ଥାନୀୟ…

ଝୁଲା ପୋଲ ପାଇଁ ଧବଳେଶ୍ୱର ପୀଠକୁ ଭକ୍ତଙ୍କୁ ବାରଣ, ୧୪୪ ଧାରା ଜାରି

କଟକ: ବଡ଼ଓଷାରେ ଆଠଗଡ଼ର ବାବା ଧବଳେଶ୍ୱର ପୀଠରେ ହେବନି ଯାତ୍ରା । ଗୁଜରାଟର ମୋର୍ବି ଅଘଟଣ ପରେ ସୋମବାର ଝୁଲା ପୋଲ ଅଞ୍ଚଳରେ ୧୪୪ ଧାରା ଜାରି କରିଥିଲା । ଆଜି ଜିଲ୍ଲା ପ୍ରଶାସନ ବଡ଼ଓଷା ଯାତ୍ରାକୁ ବାତିଲ୍ କରିଛି । କଟକ ଏସପି ଦାୟିତ୍ୱରେ ଥିବା ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟାରିଆ…

ରାସ୍ତା ଉପରେ ଚାଲୁଛି ୪ ଫୁଟ୍ ପାଣି, ଯାତାୟତ ଠପ୍

କଟକ: ଲଗାଣ ବର୍ଷାରେ ରାଜ୍ୟରେ ସ୍ଥିତି ବେହାଲ୍ । ଚାରିଆଡେ ଖାଲି ପାଣି ଆଉ ପାଣି । ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଚାଲୁଛି ବନ୍ୟା ପାଣି। ଆଠଗଡ଼ରେ ପୁରୁଣା କଟକ ସମ୍ବଲପୁର ରାସ୍ତାର ଆଠଗଡ-ଦହିସରା-ମାଧପୁରଠାରେ ରାସ୍ତା ଉପରେ ଲହଡି ମାରୁଛି ୪ ଫୁଟର ପାଣି । ଫଳରେ ଆଠଗଡ଼ ବ୍ଲକର ୨ଟି ଗାଁ…

ସମବାୟ ସମିତିରୁ କୋଟିଏ ଟଙ୍କାର ଋଣ ଜାଲିଆତି ମାମଲାରେ ୬ ଗିରଫ

କଟକ: ଆଠଗଡ଼ ଗୁରୁଡ଼ିଝାଟିଆ ସମବାୟ ସମିତି ଋଣ ଜାଲିଆତି ମାମଲାରେ ୬ ଜଣ ଗିରଫ । ଚାଷୀଙ୍କ ନାଁରେ କୋଟିଏରୁ ଅଧିକ ଟଙ୍କା ଋଣ କରି ହଡ଼ପ କରିଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଛି । ଏହି ସୂଚନା ଦେଇଛନ୍ତି ଚୌଦ୍ୱାର ଏସ୍‌ଡିପିଓ ସତ୍ୟବ୍ରତ ଲେଙ୍କା । ଗିରଫ ଅଭିଯୁକ୍ତମାନେ ହେଲେ…

ହୋଟେଲରୁ ୭ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ମାଲିକ ଓ ଜଣେ କର୍ମଚାରୀ ଗିରଫ

ଆଠଗଡ଼: ହୋଟେଲରୁ ଜବତ ହେଲା ବ୍ରାଉନସୁଗର । କଟକ ଜିଲ୍ଲା ପୁରୁଣା କଟକ-ସମ୍ବଲପୁର ରାସ୍ତା ଆଙ୍କୁଲାଠାରେ ଥିବା ଏକ ହୋଟେଲ୍‌ରେ ଚଢ଼ାଉ କରି ବ୍ରାଉନସୁଗର ଜବତ କରିଛି କ୍ରାଇମ୍‌ବ୍ରାଞ୍ଚ ଏସଟିଏଫ୍ । ଜବତ ହୋଇଛି ୧୭୫ ଗ୍ରାମ୍ ବ୍ରାଉନ୍‌ସୁଗର । ଯାହାର ଆନୁମାନିକ ମୂଲ୍ୟ ୭ଲକ୍ଷରୁ ଅଧିକ ଟଙ୍କା…