Latest Odisha News

BREAKING NEWS

Browsing Tag

Atm loot

ସଟର ଭାଙ୍ଗି ନେଇଗଲେ ATM

ଯାଜପୁର: ଏଟିଏମ୍ ମେସିନ୍ ଲୁଟ । ଯାଜପୁର ଜିଲ୍ଲା ନେଉଳପୁର ଛକ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଥିବା ଏସବିଆଇ ଏଟିଏମ୍ ମେସିନ୍ ଲୁଟି ନେଇଛନ୍ତି ଦୁର୍ବୃତ୍ତ । ବିଳମ୍ବିତ ରାତିରେ ଦୁର୍ବୃତ୍ତ ଏଟିଏମ୍ ଲୁଟି ନେଇଥିବା ଜଣା ପଡ଼ିଛି । ଆଜି ସକାଳୁ ଏଟିଏମକୁ ଲାଗି ରହିଥିବା ଦୋକାନ…

ନକଲି ଚାବିରେ ଏଟିଏମରୁ ଟଙ୍କା ଚୋରି

ବ୍ରହ୍ମପୁର: ଗ୍ରାହକମାନେ ଏଟିଏମ୍‌ରୁ ଟଙ୍କା ଉଠାଉଥିଲେ ମଧ୍ୟ ତାହା ବାହାରକୁ ବାହାରୁନଥିଲା । ବରଂ ମେଶିନ ଭିତରେ ହିଁ ରହିଯାଉଥିଲା । ଆଉ ନକଲି ଚାବିରେ ଦୁର୍ବୃତ୍ତ ମଶିନକୁ ଖୋଲି ଟଙ୍କା ନେଉଥିଲେ । ଗତ କିଛି ଦିନ ହେଲା ବ୍ରହ୍ମପୁରର ଏକ ଏଟିଏମ୍‌ରେ ଏଭଳି ଚୋରି ଚାଲିଥିଲା । ବ୍ୟାଙ୍କ…

ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣା: ସିନ୍ କ୍ରିଏସନ କରି ଦେଖାଇଲେ ବାଂଲାଦେଶୀ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର: ଭୁବନେଶ୍ବର ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏଟ କରିଛି ପୋଲିସ । ୨ ଲୁଟେରାଙ୍କୁ ନେଇ ଲୁଟର ଡେମୋ କରିଛି ପୋଲିସ । ଏଟିଏମ୍ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ କରିଛି ପୋଲିସ । ଏଟିଏମ୍ ଭାଙ୍ଗିଥିବା ସ୍ଥାନରୁ ଶାବଳ,…

ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ ଫେଲ୍, ୨ ଜଣଙ୍କୁ ପୋଲିସ ଜିମା ଦେଲେ ଲୋକ

ଭୁବନେଶ୍ୱର: ରାଜଧାନୀରେ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟ୍ ଉଦ୍ୟମ ଫେଲ୍ ମାରିଲା । ଦେଖିଦେଲେ ଲୋକ । ୨ ଜଣ ଲୁଟେରାଙ୍କୁ କାବୁ କରି ପୋଲିସକୁ ଖବର ଦେଲେ । ପୋଲିସ ପହଞ୍ଚି ଦୁଇ ଜଣ ଏଟିଏମ୍ ଲୁଟେରାଙ୍କୁ ଗିରଫ କରିଛି । ଭୁବନେଶ୍ୱର ଓଲ୍ଡ ଟାଉନ୍ ଅନ୍ତର୍ଗତ ବଢ଼େଇବାଙ୍କ ଅଞ୍ଚଳରେ ଥିବା ଷ୍ଟେଟ୍…

ଏଟିଏମ୍ ଭାଙ୍ଗିଲେ, ଟଙ୍କା ଧରି ଛୁ ମାରିଲେ ଲୁଟେରା

ବାଲେଶ୍ୱର: ମାତିଛନ୍ତି ଏଟିଏମ୍ ଲୁଟେରା । ବାଲେଶ୍ୱର ଜିଲା ବସ୍ତା  ଅନ୍ତର୍ଗତ ଜାମଶୁଳି ଛକରେ ଥିବା ଏକ ଏଟିଏମରୁ ଟଙ୍କା ଲୁଟ୍ । ଟାଟା ଇଣ୍ଡିକ୍ୟାସ ଏଟିଏମ ଭାଙ୍ଗି ଦୁର୍ବୃତ୍ତ ଟଙ୍କା ଧରି ଫେରାର୍ ହୋଇ ଯାଇଥିବା ଅଭିଯୋଗ ହୋଇଛି । ଗତକାଲି ରାତିରେ ଏହି ଲୁଟ୍ ହୋଇଛି । ଆଜି ସକାଳୁ ଲୋକ…

ପଣ୍ଡ ହେଲା ଏଟିଏମ୍ ଲୁଟ୍ ଯୋଜନା; ୫ ଗିରଫ

ପୁରୀ: ଏଟିଏମ୍ ଲୁଟ୍ ଯୋଜନା ପଣ୍ଡ କଲା ପୋଲିସ। ପୁରୀ ବାସେଳୀ ସାହି ଥାନା ପୋଲିସ ଏଟିଏମ ଲୁଟ ଯୋଜନାକୁ ପଣ୍ଡ କରିବା ସହ ୫ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ହେଉଛନ୍ତି ସୁଦର୍ଶନ ନଗରର ରାଜା ଓରଫ ରାଜେଶ ବାରିକ, ଭୁଦାନ ନଗରର ରବି ସୁବୁଦ୍ଧି, ମୁନା ଓରଫ ମହେନ୍ଦ୍ର ସାହୁ,…

ଆସିଥିଲେ ଟଙ୍କା ଚୋରି କରିବାକୁ କିନ୍ତୁ ଜାଳିଦେଲେ ATM, ଜାଣନ୍ତୁ କାହିଁକି

ଉଦଳା: ଟଙ୍କା ଲୁଟ କରିବାକୁ ଆସି ATM ଜଳିଦେଲେ ଦୁର୍ବୁତ୍ତ। ଏଭଳି ଘଟଣା ଘଟିଛି ଉଦଳା ଅଞ୍ଚଳରେ । ଯାହା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ମିଳିଥିବା ସୂଚନା ଅନୁସାରେ, ଉଦଳ କଲେଜ ରୋଡରେ ଥିବା ଏକ ଏଟିଏମକୁ ପୋଡି ପାଉଁଶ କରିଦେଇଛନ୍ତି ଦୁର୍ବୃତ୍ତ। ଏହି ଦୁର୍ବୁତ୍ତ ମାନେ…

ରାଜଧାନୀରେ ଏଟିଏମ୍ ଲୁଟିଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀର ଉପକଣ୍ଠସ୍ଥ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ନିକଟରେ ଥିବା ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କର ଏକ ଏଟିଏମକୁ ମଙ୍ଗଳବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଲୁଟ୍ କରିଥିବା ଘଟଣା ନଜରକୁ ଆସିଛି । ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କିଛି ବ୍ୟକ୍ତି ଟଙ୍କା ଉଠାଇବା…

ଏଟିଏମ ନଭାଙ୍ଗି ଲୁଟିନେଲେ ୨୦ ଲକ୍ଷ ଟଙ୍କା

ଭଦ୍ରକ: ଭଦ୍ରକ ବାସୁଦେବପୁର ଥାନା ବେତାଡ଼ବଜାର ସ୍ଥିତ ଏସବିଆଇ ଏଟିଏମରୁ ୨୦.୬୪ ଲକ୍ଷ୍ୟ ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି । ଏଟିଏମର କୌଣସି କ୍ଷତି ନହୋଇ ଏତେ ଗୁଡ଼ାଏ ଟଙ୍କା କିଏ ଓ କେମିତି ଲୁଟ କଲା ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି । ଏନେଇ 'ପ୍ରାଇଭେଟ କ୍ୟାସ…

ରାୟଗଡରେ ଏଟିଏମ୍ ଲୁଟିଲେ ଦୁବୃର୍ତ୍ତ

ରାୟଗଡ : ରାୟଗଡର ଚାନ୍ଦିଲି ଥାନା ଅନ୍ତର୍ଗତ ସିଂହାନିଆ ଛକ ନିକଟରେ ଥିବା ଏକ ଏଟିଏମରୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଲୁଟ୍ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମ୍ ମେସିନ ଭାଙ୍ଗି ସେଥିରୁ ଲକ୍ଷାଧିକ ଟଙ୍କା ଲୁଟ୍…