ରାଜଧାନୀରେ ଖଣ୍ଡାରେ ହାଣି ଲୁଟିନେଲେ ସୁନା ଚେନ୍
ଭୁବନେଶ୍ୱର: ରାଜଧାନୀରେ ମାତିଲେ ଲୁଟେରା । ଖଣ୍ଡାରେ ହାଣିଲେ । ଲୁଟିନେଲେ ସୁନା ଚେନ୍ । ଶୈଳଶ୍ରୀ ବିହାରର ଜଣେ ଇଂଜନିୟରଙ୍କୁ ୨ ଲୁଟେରା ମରାଣାନ୍ତକ ଆକ୍ରମଣ କରି ତାଙ୍କଠାରୁ ସୁନା ଚେନ୍ ଲୁଟି ନେଇଛନ୍ତି । ଏନେଇ ଚନ୍ଦ୍ରଶେଖରପୁର ଥାନାରେ ଏତଲା ଦିଆଯାଇଛି ।
ସତ୍ୟ ନାରାୟଣ ମିଶ୍ର ତାଙ୍କ…